Odia News Portal
Browsing Tag

Cyclone

୨୨ରେ ବାତ୍ୟା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଓଡିଶା ଉପକୂଳ ଠାରୁ ୨୦୦ କିଲୋମିଟର ଦୂରରେ ଏହା ବାଙ୍ଗଲାଦେଶ ଆଡକୁ ମୁହାଁଇବ । ଆସନ୍ତା ୨୨ ତାରିଖରେ ଏହା ବାତ୍ୟାର ରୂପ ନେବ । ୨୩ ତାରିଖ ପୂର୍ବାହ୍ନରେ ବାଙ୍ଗଲାଦେଶରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି । ଓଡିଶା ଉପରେ ଏହାର କୌଣସି…

ପୁରୀ ଠାରୁ ୭୦ କିଲୋମିଟର ଦୂରରେ ଜୱାଦ

ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଧିରେ ଧିରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର ଦୂରରେ…

କଣ ରହିଛି ବାତ୍ୟାର ସ୍ଥିତି

ବାତ୍ୟା ଜୱାଦକୁ ନେଇ ଏସଆରସି ପ୍ରଦୀପ ଜେନାଙ୍କ ପ୍ରେସମିଟ୍ । ଜୱାଦ ଓଡ଼ିଶା ଉପକୂଳକୁ ଛୁଇଁବା ବେଳକୁ ଏହା ତୀବ୍ର ଅବପାତରେ ପରିଣତ ହୋଇଥିବ । ଯେଉଁଥିପାଇଁ ପବନର ବେଗ କମ ରହିବା ସହ ବର୍ଷାର ପରିମାଣ ବଢିପାରେ ବୋଲି କହିଛନ୍ତି ଏସଆରସି । ଏହାସହ ଜୱାଦ ବାବଦରେ ସୂଚନା ଦେଇ ଏସଆରସି କହିଛନ୍ତି,…

ଦୁର୍ବଳ ହେଉଛି ବାତ୍ୟା

ବାତ୍ୟା ଦୁର୍ବଲ ହେଉଛି ବୋଲି କହିଛି ପାଣିପାଗ ବିଭାଗ । ଦିଗପରିବତ୍ତନ କରି ଦୁର୍ବଳ ହେଉଛି । ଏବେ ଉତ୍ତର ଦିଗରେ ଗତି କରୁଛି ବାତ୍ୟା । ୧୨ ଘଣ୍ଟା ପରେ ଉତ୍ତର ପୂର୍ବ ଦେଇ ଗତି କରିବ ବାତ୍ୟା ଜୱାଦ । ଏହାର ପ୍ରଭାବରେ ବର୍ଷା ଜାରୀ ରହିବ । ପୁରୀ ନିକଟରେ ହେବା ବେଳକୁ ଏହା ବାତ୍ୟା ରୂପରେ…

ମଝି ସମୁଦ୍ରରେ ଦିଗ ବଦଳାଇବ ବାତ୍ୟା

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ- ଉତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତୀ ଆଣ୍ଡାମାନ ସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ…

ବାତ୍ୟା ମୁକାବିଲା ପାଇଁ ମୋଦିଙ୍କ ସମୀକ୍ଷା

ଘନାଉଛି ବାତ୍ୟା ବିପଦ । ଓଡିଶା ଓ ଆନ୍ଦ୍ର ମୁହାଁ ବାତ୍ୟା ଜୱାଦ । ସମ୍ଭାବ୍ୟ ଘୁର୍ଣ୍ଣିଝଗକୁ ନେଇ ଏବେ ଠାରୁ ଅଶାନ୍ତ ହେଲାଣି ସମୁଦ୍ର । ଜୱାଦ ପାଇଁ ଉଭୟ ଓଡିଶା ଓ ଆନ୍ଦ୍ରପ୍ରଦେଶକୁ ୱାର୍ଣ୍ଣି ଜାରି କରାଯାଇଥିବା ବେଳେ ଏହି ପ୍ରସଙ୍ଗକୁ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

୪ରେ ବାତ୍ୟା ସକାଳେ ଛୁଇଁବ ଉପକୂଳ

ଡିସେମ୍ବର ୪ ତାରିଖ (ଶନିବାର) ସକାଳେ ବାତ୍ୟା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ପ୍ରଭାବରେ ୩ ତାରିଖ ରାତିରୁ ବର୍ଷା ଆରମ୍ଭ ହୋଇଯିବ। ଆଇଏମ୍‌ଡି ଡିଜି ଶ୍ରୀ ମହାପାତ୍ର କହିଛନ୍ତି, ଆଜି ପୂର୍ବାହ୍ନରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଆଗାମୀ ୧୨ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ୪୮ ଘଣ୍ଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୩ ତାରିଖରୁ ବର୍ଷା ଜାରୀ ରହିବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ରାଜ୍ୟରେ ୩ ରୁ ୪ ଦିନ ଭିତରେ ପ୍ରବଳ ବର୍ଷା ହେବାର ମଧ୍ୟ…

ଆସୁଛି ଆଉ ଏକ ବାତ୍ୟା

ଆସୁଛି ବାତ୍ୟା । ଆସନ୍ତା ୩୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଡିସେମ୍ବର ୨ ରୁ ୪ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏହି ଲଘୁଚାପ ବାତ୍ୟାର ରୂପ ନେବ ନା ଗଭୀର ଅବପାତରେ ସୀମିତ ରହିବ ତାହା…

ପୁଣି ଏକ ବାତ୍ୟା ଆଶଙ୍କା

ଆସୁଛି ବଡ଼ ବର୍ଷା। ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏପରିକି ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।  ଆଇଏମ୍‌ଡି ଡିଜି…