Odia News Portal
Browsing Tag

D Prakash Rao Hospitalised

ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଅସୁସ୍ଥ,ବଡ଼ ମେଡିକାଲରେ ଭର୍ତ୍ତି

ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣିଥରେ ଅସୁସ୍ଥ ହୋଇପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସମାଜସେବୀ ଡି. ପ୍ରକାଶ ରାଓ ଗତକାଲିଠାରୁ ଅସୁସ୍ଥ ହୋଇ ପଡ଼ିଥିଲେ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।…