Odia News Portal
Browsing Tag

dance

କରୋନା କଟକଣାକୁ ଭୁଲି ଧୁମ୍ ନାଚିଲେ ପୋଲିସ ବାବୁ

ରାଉରକେଲା: ମୋର ସାଦି କରାଇ ଦେରେ, ମୋର ଟୋଡ଼ି ବନାଇ ଦେ । ଏହି ଗୀତ ବାଜୁଛି । ଆଉ ପୋଲିସ ବାବୁ ଧୁମ ନାଚୁଛନ୍ତି । ତେବେ ପୋଲିସ ବାବୁ ନାଚିବା କିଛି ଅସୁବିଧା ନାହିଁ । ବ୍ୟକ୍ତିିଗତ ଜୀବନ କଥା । ମାତ୍ର ଆଇନର ପାଠ ପଢ଼ାଉଥିବା ପୋଲିସ ବାବୁ କରୋନା କଟକଣାକୁ ଫୁ କରି ଦେଇଥିବା ଏହେବ ଚର୍ଚ୍ଚାର…