ବଢିଲା ସରକାରୀ କର୍ମଚାରୀଙ୍କ ମହାଙ୍ଗା ଭତ୍ତା
ଭୁବନେଶ୍ୱର() ବଢିଲା ମହଙ୍ଗା ଭତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ପାଇଁ ୫ ପ୍ରତିଶତ ମହାଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏ ସମ୍ପର୍କରେ ବିଜ୍ଞପ୍ତି ଆଜି ଏଠାରେ ପ୍ରକାଶ ପାଇଛି । ଏହି ମହଙ୍ଗା ଭତ୍ତା ୨୦୨୦ ଜାନୁୟାରୀ ପହିଲାରୁ ପିଛିଲା ଭାବେ ଲାଗୁ…