Odia News Portal
Browsing Tag

death

ରାଜ୍ୟରେ ଆଉ ୬୭ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫ ଜଣ ଅଛନ୍ତି। କଟକ, ଖୋର୍ଦ୍ଧା, ବାଲେଶ୍ୱର ଭଳି କିଛି ଜିଲାରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ହ୍ରାସ ପାଉନଥିବାବେଳେ ଦିନକୁ ଦିନ ମୃତ୍ୟୁ…

କେବେ କମିବ କରୋନା ମୃତ୍ୟୁ, ରାଜ୍ୟରେ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧ ଜଣ ରହିଛନ୍ତି। ଏଥିସହିତ ବରଗଡ ଓ ସୁନ୍ଦରଗଡ ଜିଲାରୁ ୧୦ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ସେହିଭଳି ବାଲେଶ୍ୱର ଜିଲାରୁ ୮…

ବଜ୍ରପାତ ନେଲା ଜୀବନ

୩ ଜଣ ଛାତ୍ରଛାତ୍ରୀ ଗଛ ମୂଳରେ ଛିଡ଼ା ହୋଇଥିଲେ। ହଠାତ୍‌ ବଜ୍ରପାତ ହେବାରୁ ଟଳି ପଡ଼ିଲେ ୩ ଛାତ୍ରଛାତ୍ରୀ। ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା ଚାନ୍ଦୁଆ ଥାନା ଅଞ୍ଚଳରେ ଘଟିଛି। କରୋନା ପାଇଁ ସ୍କୁଲ ବନ୍ଦ ରହିଥିବାରୁ ଚାନ୍ଦୁଆ ଥାନା ବାଘୁଆଶୋଳ ଗାଁର ୧୦ମ ଶ୍ରେଣୀ ଛାତ୍ର…

କମୁନି କରୋନାର ମୃତ୍ୟୁ ତାଣ୍ଡବ, ଆଜି ୬୩ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଦିନକ ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲା ଓ ବଲାଙ୍ଗୀର ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ବାଲେଶ୍ୱର ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବରଗଡ ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।…

କମୁନି କରୋନା କାୟା, ଦିନକରେ ୫୮ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତକାଲି ଦିନକରେ ୫୮ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ ପ୍ରାଣ ହରାଇଥିବାବେଳେ ବରଗଡ ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି । ସେମାନଙ୍କ ମଧ୍ୟରେ…

ଗୋଟିଏ ପରିବାରର ୧୨ଜଣ ପାଣିରେ ବୁଡ଼ି ପ୍ରାଣ ହରାଇଲେ

ଅଯୋଦ୍ଧା: ଉତ୍ତରପ୍ରଦେଶର ଅଯୋଦ୍ଧାରେ ସରୟୁ ନଦୀରେ ୧୨ ଜଣ ବୁଡି ଯାଇଥିବା ସୂଚନା ମିଳିଛି । ଗୋଟିଏ ପରିବାରର ୧୨ ଜଣ ଗୁପ୍ତାର ଘାଟରେ ସ୍ନାନ କରୁଥିଲେ । ତା ମଧ୍ୟରେ ଏହି ଅଘଟଣ ଘଟିଛି । ସିଏମ ଯୋଗୀ ଆଦିତ୍ୟନାଥ ଉଦ୍ଧାର କାର୍ଯ୍ୟ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ପିଏସି…

ଆଜି ରାଜ୍ୟରେ ୫୭ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ଦୈନିକ ସଂକ୍ରମଣ ଦୋଳି ଖେଳୁଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ ଥମିବାର ନାଁ ଧରୁନି । ଏବେ କିଛିଦିନ ହେବ ୫୦ ଉପରେ ରହୁଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ ୨୫୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୭ ଜଣ ପ୍ରାଣ ହରାଇଛନ୍ତି ।ଏହାକୁ…

କମୁନି କରୋନା କାୟା, ଦିନକରେ ୫୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୋଟିଏ ଦିନରେ ୫୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏହା ଏପର‌୍ୟ୍ୟନ୍ତ ଦିନକରେ ରାଜ୍ୟରେ ସର୍ବାଧିକ କରୋନା ଜନିତ ମୃତ୍ୟୁ ବୋଲି ଜଣାଯାଇଛି । ଅନୁଗୁଳ ଜିଲାରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ବରଗଡ ଜିଲାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରେ…

ବାଇକ ଦୁର୍ଘଟଣାରେ ୩ ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲା ଜୁନାଗଡ ଥାନା ଅର୍ନ୍ତଗତ ମୂର୍ଲାପଦର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଚାଲି ଯାଇଛି। ମୃତକଙ୍କ ମଧ୍ୟରେ ଦୁଇ ଭାଇଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଆହତ ହୋଇଛି। ମୃତକଙ୍କ ଘର ଜୁନାଗଡ ବ୍ଲକ ଅନ୍ତର୍ଗତ ମରିଆବନ୍ଧଲି ଗାଁରେ ଓ…

ଆଜି ବି ରାଜ୍ୟରେ ଅର୍ଦ୍ଧଶତକ ପାର କଲା କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ରାଜ୍ୟରେ ଦିନକରେ ୫୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୯୯କୁ ବୃଦ୍ଧିପାଇଛି। ବରଗଡ ଜିଲାରୁ ୫ ଜଣ କୋଭିଡ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା…