Odia News Portal
Browsing Tag

death

ଆଜି ୫୦ ପାର କଲା କରୋନା ଜନିତ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ହାର କମୁଥିବା ବେଳେ ମୃତ୍ୟୁରେ ଲାଗୁନି ବ୍ରେକ । ପ୍ରତିଦିନ ୪୦ ଉପରେ ଆକ୍ରାନ୍ତଙ୍କ ମୃତ୍ୟୁ ହେଉଥିବା ବେଳେ ଆଜି ୫୨ ଜଣ ଆକ୍ରାନ୍ତଙ୍କ ପ୍ରଣ ନେଇଛି ମହାମାରୀ । ଯାହା ଏପର‌୍ୟ୍ୟନ୍ତ ଗୋଟିଏ ଦିନରେ ପ୍ରାଣ ହରାଇଥିବା କରୋନା ଆକ୍ରାନଙ୍କ ମଧ୍ୟରେ…

ଆଜି ରାଜ୍ୟରେ ୪୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦ ଉପରେ ରହୁଛି। କ୍ରମାଗତ ଭାବରେ କିଛିଦିନ ହେଲା ୪୦ରୁ ଅଧିକ ସଂକ୍ରାମିତଙ୍କର ମୃତ୍ୟୁ ଘଟୁଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୨ ଜଣଙ୍କର ପ୍ରାଣହାନି ଘଟିଛି। ଅନୁଗୁଳ ଜିଲାରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା…

ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼: ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା ଯୁବତୀଙ୍କ ମୃତଦେହ । ସୁନ୍ଦରଗଡ଼ ଜିଲ୍ଲା ଲହୁଡିପଡ଼ା ଥାନା ପୁରୁଣାପାଣି ଗାଁ ନିକଟସ୍ଥ ଜଙ୍ଗଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ତେବେ ସେ ଆତ୍ମହତ୍ୟା କରିଛନ୍ତି ନାଁ କେହି ହତ୍ୟା କରିଛି ତାହା ସ୍ପଷ୍ଟ ହୋଇନାହିଁ । ପୋଲିସ ଖବର…

ରାଜ୍ୟରେ ୪୬ ମୁଣ୍ଡନେଲା ମହାମରୀ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୪୦ ଉପରେ ରହୁଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪୬ ଆକ୍ରାନ୍ତଙ୍କ ପ୍ରାଣନେଇଛି ମହାମାରୀ । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ…

ଆଜି ରାଜ୍ୟରେ ପୁଣି ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନାର ମୃତ୍ୟୁ ତାଣ୍ଡବ । ରାଜ୍ୟରେ ଗୋଟିଏ ଦିନରେ ୪୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌, ଆଜି ୪୦ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ହାର କମିବାକୁ ଲାଗୁଥିଲେ ସୁଦ୍ଧା ମୃତ୍ୟୁରେ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ୪୦ ମୁଣ୍ଡନେଲା ମହାମାରୀ । ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୫ ଜଣ ଥିବା…

ଦେଶରେ ଏଯାଏଁ ୩ଜଣ ଡେଲଟା ପ୍ଲସ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦେଶରେ ପ୍ରାୟ ୧୧ଟି ରାଜ୍ୟରେ ୪୮ ଡେଲଟା ପ୍ଲସ ମାମଲା ଚିହ୍ନଟ ହୋଇଛନ୍ତି। ୧୮ଟି ଜିଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ରରେ ସର୍ବାଧିକ ୨୦ଟି ଡେଲଟା ପ୍ଲସ ମାମଲା ରହିଛି। ସମଗ୍ର ଦେଶ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଛି। ବିଶ୍ୱର ପ୍ରାୟ ୧୨ଟି ଦେଶରେ ଏହି…

ଜୀବନ ନେଲା ଭାଉଜ ପ୍ରେମ

କଟକ: କାଳ ହେଲା ପରକୀୟ ପ୍ରୀତି । ଭାଉଜ ପ୍ରେମ ଲାଗି ଜୀବନ ଗଲା । ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ଗଳିତ ମୃତଦେହ ଜବତ । କଟକ ଜିଲ୍ଲା ସାଲେପୁର ଥାନା କୁଅଁରପୁର ଗାଁରୁ ଆସିଛି ଏଭଳି ଖବର । ମୃତକଙ୍କ ପରିବାର ଥାନାରେ ଅଭିଯୋଗ କରିବା ପରେ ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ…

ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ, ଜଣେ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଶୋପିଆଁର ହାଜୀପୋରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ମୃତ ଆତଙ୍କବାଦୀର ପରିଚୟ ମିଳିନାହିଁ। ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା…

ପଟାଙ୍ଗୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ସାନ୍ତାଙ୍କ ବିୟୋଗ

କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ସାନ୍ତାଙ୍କ ପରଲୋକ । ହୃଦରୋଗରେ ପିଡିତ ହୋଇ ଦୀର୍ଘଦିନ ହେବ ଚିକିତ୍ସିତ ହେଉଥିଲେ । ଆଜି ତାଙ୍କ ବାସ ଭବନ ମାଳତିପୁଟ ପଞ୍ଚାୟତ ସିପାଇପୁଟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସକାଳ ୭ଟାରେ ସେ…