Odia News Portal
Browsing Tag

death

ବାହାବେଦୀ ବଦଳରେ ମଶାଣୀ ଗଲା ବର

ଭଦ୍ରକ: ଲଗ୍ନ ସରିଥିଲା । ନିମନ୍ତ୍ରଣ ପତ୍ର ବି ବଂଟା ହୋଇଥିଲା । ଆଜି ବାହା ବେଦୀରେ ବସିଥାନ୍ତା ବର । ଦାଣ୍ଡ ଦୁଆରେ ଯୋଡି ନାଗରା ଆଉ ଶୁଭବିବାହର ଚିତ୍ର ବି ଅଙ୍କା ହୋଇଥିଲା । ହେଲେ ନିମିଶକେ ସବୁ କିଛି ଛାରଖାର କରିଦେଲା କରୋନା । ବାହୁନି କାନ୍ଦୁଛି ମା , ଛାତିର କୋହକୁ ଚାପି ପାରୁନି…

ହୃଦଘାତରେ ପ୍ରାଣ ହରାଇଲେ ଓଡ଼ିଆ ଯବାନ

କନ୍ଧମାଳ: ରଜ ସଂକ୍ରାନ୍ତିରେ ଆସିଲା ଦୁଃଖଦ ଖବର । ହୃଦଘାତରେ ପ୍ରାଣ ହରାଇଲେ ଓଡ଼ିଆ ଯବାନ । ଡ୍ୟୁଟି ସମୟରେ ଟଳି ପଡ଼ିଲେ ଯାବନ । ମୃତ ଯବାନ ଜଣକ ହେଲେ କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନା ଅଧିନସ୍ଥ ଆଡାସିକୁପା ଗ୍ରାମପଞ୍ଚାୟତ ଅନ୍ତର୍ଗତ ବାଗାରାମା ଗ୍ରାମର ୩୫ବର୍ଷୀୟ ସଞ୍ଜୟ ପ୍ରଧାନ। ମୃତକ…

ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ପୁରିଛି ବର୍ଷେ

ମୁମ୍ବାଇ: ଜୁନ୍ ୧୪ । ଗତବର୍ଷ ଆଜିର ଦିନ କଥା ମନେ ପଡ଼ିଗଲେ ସମସ୍ତଙ୍କ ଆଖିରେ ଲୁହ ଜକେଇ ଆସେ । କାହିଁକି ନାଁ ଆଜିର ଦିନରେ ସିନେ ପ୍ରେମୀଙ୍କ ମନକୁ ଲାଗିଥିଲା ଶକ୍ତ ଝଟକା । ଖବର ଆସିଥିଲା କି ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ହୋଇଛି । ଯାହାକି ପ୍ରଥମେ ସମସ୍ତଙ୍କ ମିଛ ଲାଗିଥିଲା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ଜୀବନ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ହାତୀବାରି ପେଟ୍ରୋଲ ପମ୍ପ ନିକଟରେ ରବିବାର ମଧ୍ୟ ରାତ୍ରରେ ଏକ କ୍ୟାମ୍ପର ଅଜଣା ୧୨ଚକିଆ ଟ୍ରକ ପଛରେ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ଥ ହୋଇଛି । ଦୁର୍ଘଟଣାରେ କ୍ୟାମ୍ପରରେ ଥିବା ଜଣେ ଯୁବକଙ୍କର ଘଟଣା ସ୍ଥଳରେ ମୃତ୍ୟୁ…

ସିନିୟର କ୍ୟାଡର ମାଓବାଦୀ ନିହତ

ଭୁବନେଶ୍ୱର: ଏସଓଜିର ଓଡ଼ିଶା ପୋଲିସର ମିଳିତ ଅପରେସନ ହୋଇଥିଲା । ପୋଲିସ ମାଓବାଦୀ ଗୁଳି ବିନିମୟ ବେଳେ ନିହତ ହୋଇଥିବା ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ । ତେବେ ମୃତ ମାଓନେତାଙ୍କ ପରିଚୟ ମିଳିପାରି ନାହିଁ । ବରଗଡ଼ ଜିଲ୍ଲା ପଦମପୁର ମାଓ କ୍ୟାଡରର ସିନିୟର ମାଓବାଦୀ ନିହତ । ଭଞ୍ଜଗୁଣ୍ଡା…

କରୋନାରେ କାର୍ଯ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବେଗୁନିଆ: ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ପ୍ରତିଦିନ ଯାଉଛି ଅନେକଙ୍କ ଜୀବନ । ଏହାରି ଭିତରେ ଜଣେ କାର୍ଯ୍ୟରତ ଶିକ୍ଷକଙ୍କ କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବେଗୁନିଆ ବ୍ଲକ ଡିଙ୍ଗର ପଞ୍ଚାୟତ ଅନ୍ତର୍ଗତ ଲେହଙ୍ଗ ପ୍ରାଥମିକ ବିଦ୍ୟାଳୟରେ କାର‌୍ୟ୍ୟରତ ଶିକ୍ଷକ…

ପୋଖରୀରେ ବୁଡ଼ି ଦୁଇ ଭଉଣୀ ମୃତ

ଭଦ୍ରକ: ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ଦୁଇ ଭଉଣୀ ପାଣିରେ ବୁଡ଼ି ମୃତ । ଭଦ୍ରକ ଜିଲ୍ଲା ବ୍ରଜାନନ୍ଦପୁର ଗାଁରେ ଘଟିଛି ଏଭଳି ଦୁଃଖଦ ଖବର । ମୃତକ ଦ୍ୱୟ ହେଲେ ସଦାନନ୍ଦ ଘଡେଇଙ୍କ ଝିଅ ଲକ୍ଷ୍ମୀପ୍ରିୟା(୧୨) ଓ ତାଙ୍କ ମାମୁଁ ଝିଅ ଟିକି । ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି…

ବାପାଙ୍କ ଅସୁସ୍ଥ ଖବର ପାଇ ଦେଖିବାକୁ ଯାଉଥିଲେ, ଦୁର୍ଘଟଣାରେ ଚାଲିଗଲା ପୁଅ ବୋହୂଙ୍କ ଜୀବନ

ବୌଦ୍ଧ: ବାପା ଅସୁସ୍ଥ ଥିବା ଖବର ପାଇ ସ୍ତ୍ରୀ ଓ ପରିବାର ଲୋକଙ୍କ ସହ ଦେଖା କରିବାକୁ ବାହାରିଥିଲା ପୁଅ । ମେଡିକାଲରେ ପହଞ୍ଚିବା ପୂର୍ବରୁ ଘଟିଲା ଦୁର୍ଘଟଣା । ଚାଲିଗଲା ପୁଅ ବୋହୂଙ୍କ ଜୀବନ । ଆଉ ଏବେ ବି ଗୁରୁତର ଅବସ୍ଥାରେ ଚିକତ୍ସିତ ହେଉଛନ୍ତି ୩ଜଣ । ବୌଦ୍ଧ ଜିଲ୍ଲାରୁ ଆସିଛି ଏଭଳି…

ସାପ କାମୁଡ଼ାରେ ଗଲା ଦୁଇ ଭଉଣୀଙ୍କ ଜୀବନ

ସମ୍ବଲପୁର: ସାପ କାମୁଡ଼ାରେ ଗଲା ଦୁଇ ଭଉଣୀଙ୍କ ଜୀବନ । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ହୀରାଲୋଇ ଗାଁରୁ ଆସିଛି ଏଭଳି ଦୁଃଖଦ ଖବର । ମୃତକ ଦୁଇ ଭଉଣୀ ନାବାଳିକା ବୋଲି ଜଣାପଡିଛି । ମୃତକ ଦ୍ୱୟ ହେଲେ ୧୧ ବର୍ଷୀୟା ଲଲିତା ସୋରେନ ଓ ସାନ ଉଭଣୀ ସୁସ୍ମିତା ସୋରେନ(୯) । ଘଟଣାକୁ ନେଇ…

ସନ୍ଦେହଘେରରେ ଯୁବକଙ୍କ ମୃତ୍ୟୁ

ସୋର: ଜାମୁକୋଳି ଗଛରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ । ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ବାଲେଶ୍ୱ ଜିଲ୍ଲା ଖଇରା ଥାନା ରାଇଗଡ଼ିଆ ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ମୃତ ଯୁବକ ହେଲେ ବିଶ୍ୱନାଥ ଦାସ । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଠ ରହିଛି । ବିଶ୍ୱନାଥଙ୍କ…