Odia News Portal
Browsing Tag

debasnan purnima

ସ୍ନାନ ପୂର୍ଣ୍ଣିମାରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରଥଯାତ୍ରାର ଆଦ୍ୟପର୍ବ ଭାବେ ଆଜିର ଦିନକୁ ମାନାଯାଏ । ରତ୍ନବେଦୀରୁ ଓହ୍ଲାଇ ସ୍ନାନବେଦୀରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ୧୦୮ ଗରା ଜଳରେ କରିବେ ସ୍ନାନ । ଏହି ଅବସରରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା…

ସ୍ନାନ ଯାତ୍ରାରେ ଛେରା ପହଁରା କରିବେନି ଗଜପତି ମହାରାଜା

ପୁରୀ: ଚଳିତବର୍ଷ ସ୍ନାନ ଯାତ୍ରାରେ ଛେରା ପହଁରା କରିବେନି ଗଜପତି ମହାରାଜା । କରୋନା କଟକଣାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି । ଗଜପତିଙ୍କ ପ୍ରତିନିଧି ମୁରିରସ୍ତ କରିବେ ଛେରା ପହଁରା ନୀତି । ଆଜି ଏନେଇ ଗଜପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଥାଉକି,…

ଦେବସ୍ନାନ ପୂର୍ଣ୍ଣିମା ଲାଗି ଶ୍ରୀକ୍ଷେତ୍ରରେ ଲାଗୁ ହେବ ୧୪୪ ଧାରା

ପୁରୀ: ସ୍ନାନ ପୂର୍ଣ୍ଣିମା ଅବସରରେ ପୁରୀର ବିଭିନ୍ନ ସ୍ଥାନରେ ଜାରି ହୋଇଛି ୧୪୪ ଧାରା । ଜନସମାଗମକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ଆସନ୍ତା ୨୩ ତାରିଖ ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ଯାଏ ବଳବତ୍ତର ରହିବ । କେବଳ ଅନୁମତିପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ବ୍ୟତୀତ…