ଶେଷ ହେଲା ରଣବୀର- ଦୀପିକାଙ୍କ ବିବାହ
ବିବାହ ବନ୍ଧନରେ ବାନ୍ଧି ହେଲେ ବଲିଉଡର ବାଜିରାଓ ଓ ମସ୍ତାନୀ । ବି-ଟାଉନର ସୁପରହିଟ୍ ଯୋଡି ରଣବୀର ସିଂ ଓ ଦୀପିକା ପାଦୁକୋଣ ଇଟାଲୀର ଲେକ କେମୋରେ ବିବାହ କରିଛନ୍ତି । ବୁଧବାର କୋଙ୍କଣୀ ରୀତିନୀତି ଅନୁଯାୟୀ ଦୀପବୀରଙ୍କ ବିବାହ ହୋଇଛି । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି । ଦୁଇ…