Odia News Portal
Browsing Tag

delhi violence

ପୋଲିସ କବଜାରେ ଫେରାର୍ ଦୀପ୍‌ ସିଦ୍ଧୁ

ନୂଆଦିଲ୍ଲୀ: ପୋଲିସ ହାତରେ ଧରିପଡିଲେ ଦୀପ୍‌ ସିଦ୍ଧୁ । ଦିଲ୍ଲୀ ହିଂସା ଘଟଣାର ଅଭିଯୁକ୍ତ ଦୀପ ସିଦ୍ଧୁ ଗିରଫ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦୀପ ସିଦ୍ଧଙ୍କୁ ଗିରଫ କରିଛି। ତେବେ ସିଦ୍ଧୁଙ୍କୁ ଧରାଇବା ପାଇଁ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲା ଦିଲ୍ଲୀ ପୋଲିସ। ଜାନୁଆରୀ…

ଦିଲ୍ଲୀ ହିଂସା: ୩୦୦ରୁ ଅଧିକ ପୋଲିସ କର୍ମୀ ଆହତ

ନୂଆଦିଲ୍ଲୀ: ଦିଲ୍ଲୀ ହିଂସାରେ ୩୦୦ରୁ ଅଧିକ ପୋଲିସ କର୍ମୀ ଆହତ । ଏନେଇ ଆଜି ଦିଲ୍ଲୀ ପୁଲିସର ଜଣେ ଅଧିକାରୀ ସୂଚନା ପ୍ରଦାନ କରିଛନ୍ତି । ଏଥିସହ ଏହି ହିଂସାକାଣ୍ଡ ଘଟଣାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୨ଟି ମାମଲା ରୁଜୁ କରିଛି ଦିଲ୍ଲୀ ପୋଲିସ । ଦିଲ୍ଲୀ ନିକଟରେ ଥିବା ପଞ୍ଜାବ ଓ ହରିୟାଣା…

ଦିଲ୍ଲୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା। ଗତକାଲି ଟ୍ରାକ୍ଟର ରାଲିରେ ଲାଲକିଲ୍ଲାରେ ଚାଷୀଙ୍କ ବ୍ୟାପକ ହିଂସାକାଣ୍ଡ ପରେ ଦିଲ୍ଲୀ ମହାନଗର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଲାଲକିଲ୍ଲା ଓ ଜମା ମସଜିଦ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବ୍ୟାପକ…

ଦିଲ୍ଲୀରେ ହିଂସା ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି

ନୂଆଦିଲ୍ଲୀ ()  ଦିଲ୍ଲୀ ହିଂସାକାଣ୍ଡରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି । ୨୫୦ଜଣରୁ ଅଧିକ ଆହତଙ୍କ ଚିକିତ୍ସା ଚାଲିଛି । ପୁଲିସର ଫ୍ଲାଗମାର୍ଚ୍ଚ ପରେ ନିୟନ୍ତ୍ରଣରେ ଆସିଛି ଦିଲ୍ଲୀର ସ୍ଥିତି । ହିଂସାକାଣ୍ଡ ଘଟଣାରେ ୧୮ଟି ମାମଲା ରୁଜୁ କରି ୧୦୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି…

ଦିଲ୍ଲୀ ହିଂସାରେ ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି

ନୂଆଦିଲ୍ଲୀ() ଉତ୍ତରପୂର୍ବ ଦିଲ୍ଲୀରେ ସିଏଏ ହିଂସାରେ ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି । ଗତକାଲି ରାତିସୁଦ୍ଧା ଏହି ହିଂସାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ସକାଳ ସୁଦ୍ଧା ଆଉ ୪ ଜଣଙ୍କ ମୁତ୍ୟୁ ହୋଇଥିବା ଜିଟିବି ହସ୍ପିଟାଲ ସୂଚନା ଦେଇଛି । ଏହି ହିଂସାକାଣ୍ଡରେ ବର୍ତ୍ତମାନ…