Odia News Portal
Browsing Tag

Delhi

ପୁଣି ଟ୍ରେନରେ ମିଳିବ ରନ୍ଧା ଖାଦ୍ୟ

ଦିଲ୍ଲୀ: ଟ୍ରେନ୍ ଯାତ୍ରୀଙ୍କୁ ଖାଦ୍ୟ ପାଇଁ ଆଉ ଚିନ୍ତା କରିବାକୁ ପଡ଼ିବନି । କାରଣ ଯାତ୍ରୀଙ୍କୁ ପୁଣି ରନ୍ଧା ଖାଦ୍ୟ ପରଷିବାକୁ ରେଳବାଇ ବୋର୍ଡ ନିର୍ଦ୍ଦେଶ ଜାରି କରିଛି। ଏବେ ଯାତ୍ରୀମାନଙ୍କୁ ଟ୍ରେନରେ ଖାଲି ପେଟରେ ଯାତ୍ରା କରିବାକୁ ପଡିବ ନାହିଁ | କୋଭିଡ-୧୯ କଟକଣା ଯୋଗୁଁ ରେଳବାଇ…

୩ଟି ନୂଆ କୃଷି ଆଇନ ପ୍ରତ୍ୟାହାର କଲେ ପ୍ରଧାନମନ୍ତ୍ରୀ

ଆଜି ଦେଶବାସୀଙ୍କୁ ସମ୍ବୋଧିତ କରି କୃଷି ଆଇନକୁ ନେଇ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ କୃଷି ଆଇନର ପ୍ରତ୍ୟାହାର ନେଇ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ୩ଟି କୃଷି ଆଇନକୁ ପ୍ରତ୍ୟାହାର କରି ନେଉଛନ୍ତି । ସେ ଯାହା କରୁଛନ୍ତି…

ସ୍କିନ୍ ଟୁ ସ୍କିନ୍ ଟଚ୍ ଜରୁରୀ ନୁହେଁ, ପୋସ୍କୋ ଆଇନ

ନୂଆଦିଲ୍ଲୀ: ଶିଶୁ ଯୌନ ଶୋଷଣ ବା ପୋକ୍ସୋ ଆକ୍ଟକୁ ନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଆଜି ସର୍ବୋଚ୍ଚ ଅଦାଲତ ସ୍କିନ ଟୁ ସ୍କିନ ଟଚ୍‌ ବା ଚର୍ମ ସ୍ପର୍ଶ ମାମଲାରେ ବମ୍ବେ ହାଇକୋର୍ଟ ଦେଇଥିବା ରାୟକୁ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି, ପୋକ୍ସୋ ଆକ୍ଟ ଅଧୀନରେ ଯୌନ ଶୋଷଣ ମାମଲା…

ଦିଲ୍ଲୀରେ ବଢ଼ୁଛି ବିଷ ବଳୟ, ଲୋକେ ହନ୍ତସନ୍ତ

ନୂଆଦିଲ୍ଲୀ : ଚିନ୍ତା ବଢ଼ାଇଲା ପ୍ରଦୂଷଣ ମାତ୍ରା । ସୋମବାର ଦିନ ଦିଲ୍ଲୀରେ ପ୍ରଦୂଷଣ ସ୍ତରରେ ସାମାନ୍ୟ ଉନ୍ନତି ଆସିବା ପରେ ବାୟୁଗୁଣବତ୍ତା ପୁଣି ଖରାପ ହେବାରେ ଲାଗିଛି । ପ୍ରଦୂଷଣ ମାମଲାକୁ ଦିଲ୍ଲୀ ସରକାରଙ୍କ ପକ୍ଷରୁ ନେଇ ସତ୍ୟପାଠ ଦାଖଲ । ଦିଲ୍ଲୀ ,ପଞ୍ଜାବ, ହରିୟାଣା ଏବଂ ୟୁପି…

ଦିଲ୍ଲୀରେ ଖୋଲିଲା ଧାର୍ମିକ ସ୍ଥଳ

ନୂଆଦିଲ୍ଲୀ: ଜାତୀୟ ରାଜଧାନୀରେ ଆଜିଠାରୁ ସବୁ ଧାର୍ମିକ ସ୍ଥଳ ଖୋଲିବ । କାଭିଡ୍ ନିୟମ ପାଳନ ପୂର୍ବକ ଭକ୍ତଙ୍କୁ ମଧ୍ୟ ପ୍ରବେଶ ଅନୁମତି ମିଳିବ। କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ଦିଲ୍ଲୀ ସରକାର ଧାର୍ମିକ ସ୍ଥଳରେ ଭକ୍ତଙ୍କ ପ୍ରବେଶ ଉପରେ ଥିବା କଟକଣା କୋହଳ କରିଛନ୍ତି । ତେବେ ଲୋକଙ୍କୁ…

ଭାରତୀୟ ମିଡିଆକୁ ପ୍ରଶଂସା କରିଥିଲେ ଜୋ ବାଇଡେନ

ନିକଟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହ୍ୱାଇଟ ହାଉସରେ ଦେଖାସାକ୍ଷାତ କରିଥିଲେ । ଜୋ ବାଇଡେନ ଏହି ସମୟରେ ଭାରତୀୟ ଗଣମାଧ୍ୟମକୁ ବହୁ ପ୍ରଶଂସା କରିଥିଲେ ଏବଂ ଆମେରିକାର ରିପୋର୍ଟସଙ୍କ ଆଲୋଚନା କରି କହିଥିଲେ ଯେ, ଅନେକ ସମୟରେ ବିଦେଶୀ…

କୋଲକାତାର ଦମଦାର ପ୍ରଦର୍ଶନ, ଘାଇଲା ହେଲା ଦିଲ୍ଲୀ

କୋଲକାତା ନାଇଟ୍ ରାଇଡର୍ସର ଘାତକ ବୋଲିଂ ଆଗରେ ଘାଇଲା ହୋଇଛି ଦିଲ୍ଲୀ କ୍ୟାପିଟାଲ୍ସ । ନିର୍ଦ୍ଧାରିତ ଓଭରରେ ଦିଲ୍ଲୀ ୯ଟି ୱିକେଟ୍ ହରାଇ ମାତ୍ର ୧୨୭ ରନ୍ କରିବାକୁ ସକ୍ଷମ ହୋଇଛି । ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଥିବା ଦିଲ୍ଲୀ ଆଜି ବ୍ୟାଟିଂରେ ଫିକା ପ୍ରଦର୍ଶନ କରିଛି । ଶାରଜାହ…

ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତିନିଦିନିଆ ଦିଲ୍ଲୀ ଗସ୍ତ ଆରମ୍ଭ ହେଉଛି । ଆସନ୍ତା ୨୬ତାରିଖରେ ମାଓବାଦୀ ଅଧ୍ୟୁଷିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଯୋଗ ଦେବେ ନବୀନ । ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ମଧ୍ୟ ବୈଠକରେ ଯୋଗ ଦେବେ । ୧୦ଟି ମାଓବାଦୀ ପ୍ରଭାବିତ…

ରାତି ପାହିଲେ ଆରମ୍ଭ ହେବ କ୍ରିକେଟର କ୍ରେଜ

ରାତି ପାହିଲେ ପୁଣି ଆରମ୍ଭ ହୋଇଯିବ ଫଟାଫଟ କ୍ରିକେଟର କ୍ରେଜ । ଅର୍ଥାକ କାଲିଠୁ ଆରମ୍ଭ ହେଉଛି ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ବନାମ ମୁମ୍ବାଇ ଇଣ୍ଡିଆନ୍ସ । କରୋନା ଯୋଗୁଁ ବନ୍ଦ ରହିଥିବା ଅଧା ମ୍ୟାଚ କାଲିଠୁ ଆରମ୍ଭ ହେବ ।…

ଦିଲ୍ଲୀରୁ ବାରଣାସୀ ଚାଲିବ ବୁଲେଟ୍ ଟ୍ରେନ୍‌

ଦେଶରେ ବୁଲେଟ ଟ୍ରେନ ପରିଚାଳନା କରୁଥିବା ସଂସ୍ଥା ନ୍ୟାସନାଲ ହାଇ ସ୍ପିଡ ରେଳ କର୍ପୋରେଶନ ଲିମିଟେଡ (ଏନ୍‌ଏଚଏସଆରସିଏଲ) ଆଶା ପ୍ରକଟ କରିଛି ଯେ, ସେପଟେମ୍ବରରେ ଦିଲ୍ଲୀ-ବାରାଣସୀ କରିଡରର ଫାଇନାଲ ଡିପିଆର (ଡିଟେଲ ପ୍ରକଳ୍ପ ରିପୋର୍ଟ) ପ୍ରସ୍ତୁତ ହୋଇଯିବ । ଦିଲ୍ଲୀର ସରାଏକାଲେ ଖା ଠାରୁ ଏହି…