Odia News Portal
Browsing Tag

Delhi

ଦିଲ୍ଲୀରେ ଆରମ୍ଭ ହେଲା ଅନଲକ୍‌-୭, ଜାଣନ୍ତୁ କଣ ଖୋଲା ରହିବ

ନୂଆଦିଲ୍ଲୀ: ଦେଶର ରାଜଧାନୀରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଶନିବାର ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ମାତ୍ର ଜଣଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ୦.୦୯ ପ୍ରତିଶତ ସଂକ୍ରମଣ ହାର ହ୍ରାସ ପାଇଥିବା ଦେଖିବାକୁ ମିଳିଛି । ସେପଟେ ଆସନ୍ତକାଲିଠାରୁ ଆରମ୍ଭ ହେବ ଅନଲକ୍‌-୭ । ନୂଆ…

ଦିଲ୍ଲୀ ସିବିଆଇ ମୁଖ୍ୟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ସିବିଆଇ ହେଡକ୍ୱାର୍ଟରରେ ଅଗ୍ନିକାଣ୍ଡ । ରାଜଧାନୀ ଦିଲ୍ଲୀସ୍ଥିତ ସିବିଆଇ ମୁଖ୍ୟ କାର୍ଯ୍ୟାଳୟ ବିଲ୍ଡିଂରେ ଆଜି ସକାଳୁ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ଦିଲ୍ଲୀର ଲୋଧି ରୋଡରେ ଥିବା ସିବିଆଇ ଅଫିସ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଖବରପାଇ ଅଗ୍ନିଶମ…

ଦିଲ୍ଲୀର ନୂଆ ପୋଲିସ କମିଶନର ଭାବେ ଯୋଗ ଦେଲେ ବାଲାଜୀ ଶ୍ରୀବାସ୍ତବ

ନୂଆଦିଲ୍ଲୀ: ୧୯୮୮ ବ୍ୟାଚର ଆଇପିଏସ ଅଧିକାରୀ ବାଲାଜୀ ଶ୍ରୀବାସ୍ତବଙ୍କୁ ଦିଲ୍ଲୀ ପୁଲିସ କମିଶନର ଭାବେ ନିଯୁକ୍ତ କରାଯାଇଛି । ବାଲାଜୀ ଏସ ଏନ ଶ୍ରୀବାସ୍ତବଙ୍କ ସ୍ଥାନ ନେବେ । ଏସଏନ ଶ୍ରୀବାସ୍ତବ ବୁଧବାର ଅବସର ନେବେ । ବାଲାଜୀ ଶ୍ରୀବାସ୍ତବ ଦିଲ୍ଲୀ ପୋଲିସରେ ସତର୍କତା ଶାଖାରେ ବିଶେଷ ଆୟୁକ୍ତ…

ଆତ୍ମହତ୍ୟା କଲେ ସ୍କୁଲ ଶିକ୍ଷକ

ନୂଆଦିଲ୍ଲୀ : ବିଷାଦଗ୍ରସ୍ତ କଲା ମହମାରୀ । ଆତ୍ମହତ୍ୟା କଲେ ଘରୋଇ ସ୍କୁଲ ଶିକ୍ଷକ । ରାଜଧାନୀ ଦିଲ୍ଲୀରେ ଜଣେ ସ୍କୁଲ ଶିକ୍ଷକ ଆତ୍ମହତ୍ୟା କରିବା ପରେ ଚାରିଆଡ଼େ ହଇଚଇ ସୃଷ୍ଟି ହୋଇଛି । ବିଗତ ଦୁଇ ବର୍ଷ ଧରି ବେତନ ନମିଳିବାରୁ ଚିନ୍ତାରେ ଥିଲେ ଶିକ୍ଷକ । ଲକଡାଉନ୍ ସମୟରେ ଘର ଚଳାଇବା…

ଦିଲ୍ଲୀରେ ଜୋତା କାରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ଉଦୟୋଗ ବିହାର ସ୍ଥିତ ଏକ ଜୋତା କାରଖାନାରେ ଆଜି ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ମାତ୍ରେ ଘଟଣାସ୍ଥଳରେ ହଇଚଇ ସୃଷ୍ଟି ହୋଇଥିଲା। ଖବର ପାଇ ଘଟଣାସ୍ଥଳରେ ଦମକଳ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ପହଞ୍ଚିଥିଲେ। ଦମକଳ କର୍ମଚାରୀ ତୁରନ୍ତ ନିଆଁ ଲିଭାଇବା କାର୍ଯ୍ୟରେ…

ଦିଲ୍ଲୀରେ ଆରମ୍ଭ ହେଲା ଅନଲକ୍ ପ୍ରକ୍ରିୟା

ନୂଆଦିଲ୍ଲୀ: ଦିଲ୍ଲୀରେ ଆରମ୍ଭ ହୋଇଛି ଅନଲକ୍ ପ୍ରକ୍ରିୟା । ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କ୍ରେଜ୍ରିୱାଲ ଏନେଇ ସୂଚନା ଦେଇଛନ୍ତି । ଗାଇଡ ଲାଇନ ମୁତାବକ ସକାଳ ୧୦ଟାରୁ ରାତି ୮ଟା ଯାଏଁ ସମସ୍ତ ଦୋକାନ ଖୋଲା ରହିବ । ଅନ୍ୟପଟେ ସ୍କୁଲ, କଲେଜ ସହ ସମସ୍ତ ଶିକ୍ଷାନୁଷ୍ଠାନ, ସ୍ୱିମିଂ ପୋଲ, ସିନେମା…

ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରୁ ଆସିଲା ବଡ଼ ଖବର । ଦିଲ୍ଲୀ ସ୍ଥିତ ଲାଜପତ ନଗରରେ ଏକ ପୋଷାକ ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ନେଇ ଶନିବାର ଜଣାପଡିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ମାତ୍ରେ ପ୍ରାୟ ୩୦ଟି ଦମକଳ ଗାଡି ଓ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

ନିଜ ଜନ୍ମକଲା ଦୁଇ ଝିଅଙ୍କୁ ଦୁଷ୍କର୍ମ କରୁଥିଲା ବାପା, ଥାନାରେ ଅଭିଯୋଗ କଲା ମା

ନୂଆଦିଲ୍ଲୀ: କିଛିକ୍ଷଣର ସୁଖ ଲାଗି ମଣିଷ ଦେଖୁନି ସମ୍ପର୍କ । ଦେହର ସୁଖ ଆଗରେ ତୁଛ ହୋଇଛି ରକ୍ତ ସମ୍ପର୍କ । ନିଜର ଦୁଇ ନାବାଳିକା ଝିଅଙ୍କୁ ଦୁଷ୍କର୍ମ କରୁଥିଲା ବାପା । ଶେଷରେ ଥାନାରେ ଅଭିଯୋଗ କଲା ସ୍ତ୍ରୀ । ଦକ୍ଷୀଣଦିଲ୍ଲୀ ମାଲବୀୟ ଥାନା ମାଡ଼ଙ୍ଗୀର ଅଞ୍ଚଳରୁ ଆସିଛି ଏଭଳି ଖବର । ପୋଲିସ…

ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ: କରୋନା ଚେନକୁ ଭାଙ୍ଗିବା ଲାଗି ଲାଗି ରହିଛି ଲକଡାଉନ ଏବଂ ସଟଡାଉନ । ଲୋକଙ୍କ ଜୀବନର ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର କରୁଛନ୍ତି ସଚେତନ । ଏହାରି ଭିତରେ ଜୀବନ ସହ ଜୀବିକାର କଥା ମଧ୍ୟ ଉଠୁଛି । ଲକଡାଉନ ଲାଗି ରହିବା ଫଳରେ ବ୍ୟବସାୟୀଙ୍କ ବେପାରରେ ଅନେକ ସମସ୍ୟା ସବୁ ଉପୁଜଛି ।…