Odia News Portal
Browsing Tag

deogarh

ଦେବଗଡ ଜିଲ୍ଲା ତିଳେଇବଣି କନିଷ୍ଠ ଯନ୍ତ୍ରୀଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ

ଦେବଗଡ: ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଦେବଗଡ ଜିଲ୍ଲା ତିଳେଇବଣି ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ବିରୋଧରେ ଭିଜିଲାନ୍ସ ଚଢାଉ ହୋଇଛି । ଆଜି ସକାଳେ ବିକାଶଙ୍କ ବଳମ ସ୍ଥିତ ବାସଭବନ ଓ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଚଢଉ ବେଳେ…

ଦେବଗଡରେ ବିଜୁ ସାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଦେବଗଡ : କୌଣସି ପରିସ୍ଥିତିରେ ଚିକିତ୍ସା ପାଇଁ ଅର୍ଥ ବାଧକ ନ ସାଜୁ । ଚିକିତ୍ସା ଖର୍ଚ୍ଚ ତୁଳାଇବାକୁ ଯାଇ ଘର ବନ୍ଧା ନ ପଡୁ । ଏହି ଉଦ୍ଦେଶ୍ୟରେ ହିଁ ଦେଶର ସର୍ବପ୍ରଥମ ରାଜ୍ୟ ଭାବେ ଓଡିଶା ସରକାର ବିଜୁ ସାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ଆରମ୍ଭ କରିଛନ୍ତି ।…