ଆଜି ରାତି ୧ଟାରୁ ସ୍ନାନ ପହଣ୍ଡି ଆରମ୍ଭ, ଜାଣନ୍ତୁ କେଉଁ ସମୟରେ କେଉଁ ନୀତି
ପୁରୀ() ଆଜି ରାତି ଗୋଟାଏରୁ ସ୍ନାନ ପହଣ୍ଡି ନିତି ଆରମ୍ଭ ହେବ।ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାତି ୧ଟାରୁ ମଙ୍ଗଳାର୍ପଣ ଆରମ୍ଭ ହେବ। ଭୋର ୪ଟା ୩୦ରେ ମଙ୍ଗଳ ଆଳତି, ୪ଟା ୪୦ରେ ମଇଲମ ,ସକାଳ ୫ଟାରେ ତଡ଼ପ ଲାଗି ଓ ୬ଟାରେ ଅବକାଶ ନୀତି ସମ୍ପର୍ଣ୍ଣ ହେବ। ୭ଟା ୩୦ରୁ ୯ଟା ୩୦ ଯାଏ ଜଳ ବିଜେ, ପୂଜା,…