ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଫଡ଼ନାଭିସ୍
ନୂଆଦିଲ୍ଲୀ () ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଦେବେନ୍ଦ୍ର ଫଡ଼ନାଭିସ । ଏହାର କିଛି ସମୟ ପୂର୍ବରୁ ଅଜିତ୍ ପାଓ୍ଵାର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଦେବେନ୍ଦ୍ର ଫଡ଼ନାଭିସ ମଧ୍ୟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଏହା ସହିତ ସେ ଶିବସେନା, ଏନସିପି ଓ କଂଗ୍ରେସ…