ବଡ଼ ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର
					
କଟକ: ଆଜି ହେଉଛି ପବିତ୍ର ବଡଓଷା। ବଡ଼ ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର। ତେବେ କରୋନା କଟକଣା ପାଇଁ ପୀଠରେ ୧୪୪ ଧାରା ଲାଗୁ କରିଛି ଆଠଗଡ଼ ପ୍ରଶାସନ । କେବଳ ପୂଜକ ସମିତି ପକ୍ଷରୁ ରୀତିନୀତି ଚାଲିଛି । 
ଭୋର ୪ ଟାରୁ ପହଡ ଖୋଲିବା ପରେ ସ୍ୱତନ୍ତ୍ର ଭାବେ ପ୍ରଥମେ!-->!-->!-->…				
						
						
			