Odia News Portal
Browsing Tag

DHAMNAGAR ELECTION RESULT

ଧାମନଗର ଉପନିର୍ବାଚନ: ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ, ପ୍ରଥମେ ଗଣାଯିବ ପୋଷ୍ଟାଲ ବାଲାଟ

ଧାମନଗର ଉପନିର୍ବାଚନ ଫଳାଫଳ ଲାଗି ରବିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି। ଆଜି ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ଭଦ୍ରକ ସଂସ୍କୃତି ଭବନରେ ଭୋଟ୍ ଗଣତି ପାଇଁ ବ୍ୟବସ୍ଥା କରାଯାଇଛି । ସକାଳ