Odia News Portal
Browsing Tag

dharmendra pradhan

ଓଡ଼ିଶାରେ ପ୍ରତିଷ୍ଠା ହେବ ଆଉ ୨ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ବର: ଓଡ଼ିଶାର ସୁନ୍ଦରଗଡ଼ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ୨ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। ଏଥିପାଇଁ ଏମସିଏଲ୍‌ ବୋର୍ଡ ଅନୁମୋଦନ ଦେଇଥିବାରୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। …

ହିଙ୍ଗୁଳା ମନ୍ଦିର ବିକାଶ ପାଇଁ ୯.୩୨ କୋଟି ମଞ୍ଜୁର

ତାଳଚେର: ତାଳଚେରରେ ହିଙ୍ଗୁଳା ମନ୍ଦିରର ମରାମତି ପାଇଁ ୯.୩୨ କୋଟି ଟଙ୍କା ମଞ୍ଜୁର | କେନ୍ଦ୍ର କୋଇଲା, ଖଣି ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ପହଲ୍ଲାଦ ଯୋଷୀ ୯.୩୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି ଟଙ୍କା ଏମସିଏଲର ସିଏସଆର ପାଣ୍ଠିରୁ ଦିଆଯିବ । ଏହି ଖବର ପରେ କେନ୍ଦ୍ରମନ୍ତ୍ରୀ…

ଅକ୍ସିଜେନ ପାଇଁ ଦିନରାତି କାମ କରୁଛନ୍ତି ଇସ୍ପାତ କାରଖାନା

ନୂଆଦିଲ୍ଲୀ/ଭୁବନେଶ୍ୱର: ସାରା ଭାରତବର୍ଷର ଇସ୍ପାତ୍ କାରଖାନା ଗୁଡ଼ିକ ପକ୍ଷରୁ ବର୍ତମାନ ସୁଦ୍ଧା ୧.୪୩ ଲକ୍ଷ ମେଟ୍ରିକ୍ ଟନ୍ ଲିକ୍ୟୁଇଡ୍ ମେଡ଼ିକାଲ ଅକ୍ସିଜେନ୍ ଉପଲବ୍ଧ କରାଯାଇଥିବା ବେଳେ ସେଥିମଧ୍ୟରୁ ରାଷ୍ଟ୍ରାୟତ ଇସ୍ପାତ୍ ଉଦ୍ୟୋଗ ଗୁଡ଼ିକ ୩୯ ହଜାର ମେଟ୍ରିକ୍ ଟନରୁ ଅଧିକ ଅକ୍ସିଜେନ…

ଭୁବନେଶ୍ୱରରେ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ

ନୂଆଦିଲ୍ଲୀ: ଦେଶରେ ୪ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ(ଏନଆଇଭି) ପ୍ରତିଷ୍ଠା କରିବା ପାଇଁ ଚଳିତ ସାଧାରଣ ବଜେଟରେ ଘୋଷଣା କରାଯାଇଥିବା ବେଳେ ଏଥିମଧ୍ୟରୁ ଗୋଟିଏ ସଂସ୍ଥାନ ଓଡ଼ିଶା ରାଜଧାନୀରେ ପ୍ରତିଷ୍ଠା କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.…

ଶିମିଳିପାଳ ଅଗ୍ନିକାଣ୍ଡରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ମୟୂରଭଞ୍ଜ: ଶିମିଳିପାଳ ଅଗ୍ନିକାଣ୍ଡ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ । ଏନେଇ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ ଟ୍ୱିଟ୍ । ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ । ଏନେଇ ରିପୋର୍ଟ କରିବାକୁ ମଧ୍ୟ ନିର୍ଦ୍ଦେଶ…

ବେଳାଭୂମି ସୁରକ୍ଷା ପାଇଁ ଗବେଷଣା କେନ୍ଦ୍ର

ଭୁବନେଶ୍ୱର: ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର | ଭୁବନେଶ୍ୱର ସ୍ଥିତ ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟରେ ସେଣ୍ଟର୍‌ ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋଟେକ୍ନୋଲୋଜି ପ୍ରତିଷ୍ଠା କରିବା ଦିଗରେ ବ୍ୟକ୍ତିଗତ ହସ୍ତକ୍ଷେପ ପାଇଁ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ…

ତେଲ ଦର ବୃଦ୍ଧିର ଜବାବ ରଖିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ ପେଟ୍ରୋଲ ଓ ଡିଜେଲ ଦରକୁ ନେଇ ସଂସଦରେ ପେଟ୍ରୋଲିୟମ ମନ୍ତ୍ରୀଙ୍କ ଆଲୋଚନା।ତେଲ ଦର ବୃଦ୍ଧି ପ୍ରସଙ୍ଗରେ ଧର୍ମେନ୍ଦ୍ର ରାଜ୍ୟସଭାରେ ଜବାବ ରଖି କହିଛନ୍ତି ଯେ, ଦେଶରେ ପେଟ୍ରୋଲ ଓ ଡିଜେଲ ଦର ଆନ୍ତର୍ଜାତୀୟ ମୂଲ୍ୟ ପ୍ରଣାଳୀରେ ସ୍ଥିରିକୃତ ହେଉଛି। ତେବେ କିଛି ତତ୍ୱ ଏହାକୁ…