Odia News Portal
Browsing Tag

Dhenkanal district

ତେଲେଙ୍ଗାନାକୁ ଅକ୍ସିଜେନ ପଠାଇଲା ଟାଟା ଷ୍ଟିଲ ବିଏସଏଲ

ଭୁବନେଶ୍ୱର: ଦେଶରେ ମହାମାରୀ କରୋନା ସାଙ୍ଘାତିକ ସ୍ଥିତି ଧାରଣ କରିଥିବା ସମୟରେ ଅକ୍ସିଜେନ ନିଅଣ୍ଟ ସମସ୍ୟା ସୃଷ୍ଟି କରିଛି । ଏପରି ସ୍ଥିତିରେ ଅତ୍ୟାବଶ୍ୟକ ଅକ୍ସିଜେନ ଅଭାବ ଦୂର କରିବା ପାଇଁ ଢେଙ୍କାନାଳର ଟାଟା ଷ୍ଟିଲ ବିଏସଏଲ କାରଖାନା ଆଗକୁ ଆସିଛି। କାରଖାନା ପକ୍ଷରୁ ୫୬ ଟନ ଲିକ୍ୟୁଇଡ଼…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାରାଗାରରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ | ମୃତ୍ୟୁର କାରଣ ଏଯାବତ ଅସ୍ପଷ୍ଟ ରହିଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ସୂଚନାନୁସାରେ , ଢେଙ୍କାନାଳ ଜିଲ୍ଲା ମୁଖ୍ୟ କାରାଗାରରେ ବିଚାରାଧୀନ କଏଦୀର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ…

ପାରିବାରିକ କଳହରେ ବଳି ପଡିଥିଲା କାଳିଆ,ଧରା ପଡ଼ିଲା ହତ୍ୟାକାରୀ

ଧରା ପଡିଲା କାଳିଆର ହତ୍ୟାକାରୀ | ଢେଙ୍କାନାଳରେ କୂଅ ଭିତରୁ ଶିଶୁର ମୃତଦେହ ଉଦ୍ଧାର ଘଟଣାରେ ହତ୍ୟାକାରୀକୁ ଗିରଫ କରିଛି ପୁଲିସ ।ପାରିବାରିକ କଳହକୁ କେନ୍ଦ୍ର କରି ଏହି ହତ୍ୟା କରିିଥିବା ପଡୋଶୀ ମହିଳା ଜଣକ ସ୍ୱୀକାର କରିଛନ୍ତି । ପଡୋଶୀ ଘର ଲୋକେ ତଣ୍ଟି ଚିପି ଶିଶୁକୁ ହତ୍ୟା କରିବା ପରେ…