Odia News Portal
Browsing Tag

dhenkanal

ନବ ନିର୍ବାଚିତ ପୌରାଧ୍ୟକ୍ଷାଙ୍କ ଘର ଉପରକୁ ବୋମା ମାଡ

ପୌରାଧ୍ୟକ୍ଷାଙ୍କ ଘର ଉପରକୁ ବୋମା ମାଡ। ଢେଙ୍କାନାଳ ପୌର ପରିଷଦର ନବ ନିର୍ବାଚିତ ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ରଙ୍କ ଘର ଉପରକୁ ବୋମାମାଡ ହୋଇଛି।ଗତକାଲି ରାତି ୧ ଟା୩୬ ମିନିଟ ସମୟରେ ହୋଇଛି ବୋମାମାଡ।ଯାହାର ସିସିଟିଭି ଫୁଟେଜ ହସ୍ତଗତ ହୋଇଛି। ଘର ବାହାରକୁ ଥିବା ପାଚେରୀର କିଛି ଅଂଶ…

ଆଜିଠୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା

ଆଜିଠୁ ଆରମ୍ଭ ହୋଇଛି ବିଶ୍ବ ପ୍ରସିଦ୍ଧ ମାଘ ମେଳା ତଥା ଯୋରନ୍ଦା ଯାତ୍ରା । ମାଘ ଚତୁର୍ଦ୍ଦଶୀ ମହିମା ଗୋଷାଇଁଙ୍କ ମହାପ୍ରୟାଣ ଦିବସରେ ଆରମ୍ଭ ହୋଇଛି ବିଶ୍ବ ପ୍ରସିଦ୍ଧ ମହିମା ମାଘ ମେଳା । ଦେଶର କୋଣ ଅନୁକୋଣରୁ ମହିମା ସାଧୁମାନଙ୍କ ସମାଗମ ହୋଇଛି । କୋଭିଡ୍ କଟକଣା ଲାଗୁ ହୋଇଥବାରୁ କେବଳ…

ଫେବୃୟାରୀ ୧୫ ରୁ ଯୋରନ୍ଦା ମେଳା

ଆସନ୍ତା ଫେବୃଆରୀ ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ବାର୍ଷିକ ପର୍ବ ଜୋରନ୍ଦା ମେଳା । ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ଜୋରନ୍ଦା ସ୍ଥିତ ମହିମଗାଦିରେ ଏହି ମେଳା ବେଶ ଧୁମ ଧାମରେ ତିନି ଦିନ ଧରି ପାଳିତ ହୁଏ । ଏହି ମେଳାରେ ସାରା ବିଶ୍ୱର ମହିମା ସାଧୁ…

ଟ୍ରକ ଧକ୍କାରେ ଓଲଟିଲା କାର୍

ଢେଙ୍କାନାଳ: ଢେଙ୍କାନାଳ ଜିଲା ସଦର ଥାନା ବାରଦା ଛକ ନିକଟରେ ଘଟିଛି ଏକ ମର୍ମନ୍ତୁତ ସଡକ ଦୁର୍ଘଟଣା । ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାର୍ କାମାକ୍ଷାନଗର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ମିନିଟ୍ରକ୍ ସହିତ ଧକ୍କା ଦେଇଥିଲା । ଏଥିରେ କାର୍ଟି ରାସ୍ତା ତଳକୁ…

ଅପରେସନ ପରେ ବି ଖାଉନି ଖାଦ୍ୟ, ମୃତ୍ୟୁ ସହ ଲଢୁଛି ୫ ବର୍ଷର ହାତୀ ଛୁଆ

ମୃତ୍ୟୁ ସହ ଲଢେଇ କରୁଛି ହାତୀ ଛୁଆ । ଶିକାରୀ ମାନେ ବନ୍ୟଜନ୍ତୁ ଶିକାର ପାଇଁ ପକାଇଥିବା ବମ ଖାଇଦେବାରୁ ହାତୀ ଛୁଆର ଜୀବନ ଏବେ ସଂକଟରେ । ଓଏୟୁଟିର ସ୍ୱତନ୍ତ୍ର ବିଶେଷଜ୍ଞ ଡାକ୍ତର ହାତୀଛୁଆର ଅପରେସନ କରି ଯାଇଥିଲେ ମଧ୍ୟ ଖାଦ୍ୟ ଖାଉନଥିବାରୁ ଏହି ହାତୀଛୁଆର ଜୀବନ ଏବେ ସଂକଟରେ ପଡିଯାଇଛି ।…

ଢେଙ୍କାନାଳ ଜିଲ୍ଲା କୋର୍ଟ ତିନି ଦିନ ପାଇଁ ସିଲ୍

ଢେଙ୍କାନାଳ ଜିଲ୍ଲା କୋର୍ଟ ପରିସରକୁ ଜିଲ୍ଲା ପ୍ରଶାସନ ତିନି ଦିନ ପାଇଁ ସିଲ୍ କରିଛି। କୋର୍ଟ ପରିସରରେ କିଛି ଜଜଙ୍କ ସମେତ ଦଶରୁ ଉର୍ଦ୍ଧ୍ବ କରୋନା ଚିହ୍ନଟ ହେବା ପରେ ପ୍ରଶାସନ ଏହି ନିଷ୍ପତି ନେଇଛି। ଆଜିଠାରୁ ତିନି ଦିନ ପାଇଁ କୋର୍ଟ ସିଲ କରାଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରକାଶ…

ଢେଙ୍କାନାଳବାସୀ ପାଇଲେ ସ୍ମାର୍ଟକାର୍ଡ

ଢ଼େଙ୍କାନାଳ: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ିହେଲା ଢେଙ୍କାନାଳ। ଓଡ଼ିଶାରେ ସ୍ୱାସ୍ଥ୍ୟସେବାର ‘ସ୍ମାର୍ଟ’ ଯୁଗର ମହାବିପ୍ଲବ ଢେଙ୍କାନାଳରେ ମଧ୍ୟ ଆରମ୍ଭ ହୋଇଛି। ଢେଙ୍କାନାଳ ରେ BSKYର ସ୍ମାର୍ଟ କାର୍ଡକୁ ନିଜ ହାତରେ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ଆଜି ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ସେବାର ଶୁଭାରମ୍ଭ କରିବେ…

ଭୁବନେଶ୍ୱର: ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ସେବାରେ ସାମିଲ ହେବେ । ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଜିଲ୍ଲାରେ ଏହି ସେବାର ଶୁଭାରମ୍ଭ କରିବେ । ପ୍ରଥମେ ଅନୁଗୁଳ ଯାଇ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ସେବାର ଶୁଭାରମ୍ଭ କରିବା…

ଜେରା ବେଳେ ସିବିଆଇ ଅଧିକାରୀଙ୍କ ଉପରେ ଆକ୍ରମଣ

ଢେଙ୍କାନାଳ : ଢେଙ୍କାନାଳରେ ସିବିଆଇ ଟିମ୍କୁ ମାଡ଼ ମାରିଲେ ଉତ୍ତ୍ୟକ୍ତ ଗାଁ ଲୋକେ । ଶିଶୁଙ୍କୁ ଯୌନ ଶୋଷଣ ମାମଲାରେ ସିବିଆଇ ତଦନ୍ତ କରୁଥିବା ବେଳେ ଗାଁ ଲୋକେ ଆକ୍ରମଣ କରିଥିଲେ । ଏପରି ଘଟଣା ଢେଙ୍କାନାଳ ଜିଲ୍ଲାରେ ଘଟିଛି। ସିବିଆଇ ଅଧିକାରୀଙ୍କ ଉଦ୍ଧାର କରିବାକୁ ଯାଇ ପୁଲିସ ମଧ୍ୟ…

ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲାର ମହାବିରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲ । ୭ଟି ଘର ଓ ଫାର୍ମ ହାଉସରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲାର ମହାବିରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲ ।…