Odia News Portal
Browsing Tag

dibya sankar mishra

ରାୟପୁରରେ ଅଛନ୍ତିକି ଦିବ୍ୟଶଙ୍କର, ଖୁବଶୀଘ୍ର ହୋଇପାରନ୍ତି ଜେରା

ଭୁବନେଶ୍ୱର: ମମିତା ହତ୍ୟା ଘଟଣାକୁ ନେଇ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି କରିବା ସହ ରାଜ୍ୟ ରାଜନୀତି ହୁଲସ୍ତୁଲ ହେଉଛି । ବିରୋଧୀମାନେ ଘନଘନ ପ୍ରେସମିଟ୍ କରି ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହ ନିରପେକ୍ଷ ତଦନ୍ତ ଦାବି କରୁଛନ୍ତି । ତେବେ ଖୁବଶୀଘ୍ର ମନ୍ତ୍ରୀଙ୍କୁ ଜେରା କରିପାରେ…

ଜୋର ଧରିଲା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି

ଭଦ୍ରକ:ଭଦ୍ରକରେ ଜୋର ଧରିଲା ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି। କଳାହାଣ୍ଡି ଜିଲ୍ଲା ମହାଲିଙ୍ଗି ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ କୁଶପୁତ୍ତଳିକା ଦାହ କଲା ଭଦ୍ରକ ବିଜେପି ମହିଳା ମୋର୍ଚ୍ଚା। ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ପ୍ରଥମେ…

ଦିବ୍ୟଶଙ୍କର ମିଶ୍ରଙ୍କୁ ନେଇ ବଢ଼ୁଛି ଅଡ଼ୁଆ

ଭୁବନେଶ୍ୱର: ଗୃହରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ ନେଇ ତେଜୁଛି ରାଜନୀତି । ମହାଲିଙ୍ଗ ମମିତା ନିଖୋଜ ଘଟଣାକୁ ନେଇ ତେଜୁଛି ବିବାଦ । ଏହି ଘଟଣାରେ ମନ୍ତ୍ରୀଙ୍କ ସମ୍ପୃକ୍ତିଥିବା ନେଇ ବିରୋଧୀ କଂଗ୍ରେସ ଏବଂ ବିଜେପି ଅଭିଯୋଗ କରିଆସୁଛନ୍ତି । ତେବେ ମନ୍ତ୍ରୀଙ୍କ ଇସ୍ତଫା…

MSME ସେକ୍ଟରକୁ ପ୍ରାଧାନ୍ୟ

ଭୁବନେଶ୍ୱର()   ଜୀବିକା ପାଇଁ ଗୁରୁତ୍ୱପୂର୍ଣ୍ଣ ହେଉଛି ଏମଏସଏମଇ ସେକ୍ଟର ଓ ଶିଳ୍ପ ।   ତେଣୁ ଏମଏସଏମଇ ସେକ୍ଟରକୁ ଶକ୍ତିଶାଳୀ କରିବାକୁ ନିଷ୍ପତ୍ତି ହୋଇଛି । କୋଭିଡ ପରିସ୍ଥିତିରେ ଜୀବନ ଜୀବିକାକୁ ନେଇ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହା କହିଛନ୍ତି । ସେ କହିଛନ୍ତି ଯେ, ଜୀବନକୁ…

ବିଦ୍ୟୁତ୍ ତାର ଲାଗି ମୃତ୍ୟୁ ହେଲେ କ୍ଷତିପୂରଣ ଦେବେ ସରକାର

ଭୁବନେଶ୍ୱର() ବିଦ୍ୟୁତ ତାର ଲାଗି ମୃତ୍ୟୁ ହେଲେ ସରକାର ଦେବେ ସହାୟତା ରାଶି । ଏଣିକି ବିଦ୍ୟୁତ ଆଘାତରେ ଜୀବନ ଗଲେ ଅଧିକ କ୍ଷତିପୂରଣ ମିଳିବ । ବିଦ୍ୟୁତ ତାର ଲାଗି ଜୀବନ ଗଲେ ୪ ଲକ୍ଷ ମିଳିବ । ୬୦% କ୍ଷତିରେ ୨ ଲକ୍ଷ ଟଙ୍କା ମିଳିବ । ୪୦ରୁ ୬୦ ପ୍ରତିଶତ କ୍ଷତିରେ ୫୯ ହଜାର ୫ ଶହ ଟଙ୍କା…

୩ଟି ବଡ଼ ପ୍ରକଳ୍ପ ସଂପ୍ରସାରଣକୁ ଅନୁମୋଦନ

ଭୁବନେଶ୍ୱର() ଆଜି ହାଇଲେବଲ କମିଟି ବୈଠକରେ ୩ଟି ବଡ଼ ପ୍ରକଳ୍ପ ସଂପ୍ରସାରଣକୁ ଅନୁମୋଦନ ମିଳିଛି । ଏହାଦ୍ୱାରା ୧୭ ହଜାର ୮ ଶହ ୩୩ କୋଟି ଟଙ୍କା ପୁଞ୍ଜିନିବେଶ ହେବା ସହ ୬ ହଜାର ୫୩୯ ନିଯୁକ୍ତି ସୃଷ୍ଟି ହେବ । ଏନେଇ ସୂଚନା ଦେଇଛନ୍ତି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ଶିଳ୍ପ…