Odia News Portal
Browsing Tag

diesel rate

କଣ ପେଟ୍ରୋଲ ଓ ଡିଜେଲର ଦର ରେ ଲାଗିବ ଜିଏସଟି

ପେଟ୍ରୋଲ ଓ ଡିଜେଲର ଦର ଏବେ ଉଚ୍ଚରେ ରହିଛି । ତୈଳ ଦର ବୃଦ୍ଧିର ପ୍ରଭାବ ଅନ୍ୟାନ୍ୟ ନିତ୍ୟବ୍ୟବହାର୍ଯ୍ୟ ଜିନିଷ ଉପରେ ପଡ଼ୁଛି । ତେଣୁ ଏଥିରୁ ଜନସାଧାରଣଙ୍କୁ ମୁକ୍ତି ଦେବାକୁ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ମୂଲ୍ୟ ହ୍ରାସ ନେଇ ବିଚାର କରୁଛନ୍ତି । ଏଥିପାଇଁ ତୈଳ ଉପରେ ଦ୍ରବ୍ୟ ଓ ସେବା…

ଆଜି ପୁଣି ବଢିଲା ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ: ମହଙ୍ଗା ମାଡରୁ ମିଳୁନି ନିସ୍ତାର । ଦେଶରେ ଲଗାତାର ଭାବେ ବଢିଚାଲିଛି ତୈଳ ଦାମ୍ । ଆଜି ପୁଣି ଦେଶରେ ପେଟ୍ରୋଲ-ଡିଜେଲ ଦାମ୍ ବଢାଇଛନ୍ତି ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ । ଆଜି ଦେଶରେ ପୁଣି ପେଟ୍ରୋଲ-ଡିଜେଲ ଲିଟର ପିଛା ୩୫ ପଇସା ଲେଖାଏଁ ବୃଦ୍ଧି ପାଇଛି । ଯାହାପରେ ଆଜି…

ପୁଣି ବଢ଼ିଲା ପେଟ୍ରୋଲ ଡିଜେଲ ଦର, ଜାଣନ୍ତୁ କେତେ?

ନୂଆଦିଲ୍ଲୀ: ଶୁକ୍ରବାର ଦିନ ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଦୁଇ ଦିନ ବିରତି ପରେ ଦ୍ବିତୀୟ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇ ୧୦୫.୧୪ ଟଙ୍କା ଥିବାବେଳେ ଡିଜେଲର ମୂଲ୍ୟ ମଧ୍ୟ ୩୫ ପଇସା…

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ବର : ରବିବାର ଦିନ ପୁଣି ଥରେ ବୃଦ୍ଧି ପାଇଛି ତେଲ ଦର । ଏହାକୁ ମିଶାଇ ଗତ ୬ ଦିନ ହେଲା କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢିଚାଲିଛି । ରାଷ୍ଟ୍ରାୟତ୍ତ ତେଲ କମ୍ପାନିମାନେ ପେଟ୍ରୋଲ ଲିଟର ପିଛା ୩୦ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି କରିଛନ୍ତି । ଅନ୍ତର୍ଜାତୀୟ…

ପେଟ୍ରୋଲ ପରେ ୧୦୦ ପାରକଲା ଡିଜେଲ ଦର

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗି ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ରେଟ୍ ୧୦୦ ପାର ହୋଇଥିବା ବେଳେ ଆଜି ରେକର୍ଡ କରିଛି ଡିଜେଲ ଦର । ରାଜସ୍ଥାନରେ ୧୦୦ ପାର କରିଛି ଡିଜେଲ ରେଟ୍ । ରାଜସ୍ଥାନର ଶ୍ରୀଗଙ୍ଗାନଗର ଜିଲ୍ଲାରେ ୧୦୭ ଟଙ୍କା ରହିଛି ଡିଜେଲ ଦର । ଯାହାକୁ ନେଇ ଏବେ…

ଦଣ୍ଡ ଦେଲା ଡିଜେଲ ଦର

ଆଜି ବି ଓଡିଶାରେ ପେଟ୍ରୋଲ ଠାରୁ ଡିଜେଲ ଦର ଅଧିକ ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୮୦ ଟଙ୍କା ୨୭ ପଇସା ରହିଥିବାବେଳେ ଡିଜେଲ ଦର ରହିଛି ୮୦ ଟଙ୍କା ୪୦ ପଇସା । ଯାହାକି ପେଟ୍ରୋଲ ଦରଠାରୁ ଲିଟର ପିଛା ୧୩ପଇସା ଅଧିକ ରହିଛି । ଏହା ସର୍ବକାଳିନ ରେକର୍ଡ କରିଛି । ଏହା ପୂର୍ବରୁ କେବେ…