Odia News Portal
Browsing Tag

diesel

ଆସନ୍ତୁ ଜାଣିବା ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ୍ ଦର

ଦେଶରେ ଏବଂ ରାଜ୍ୟରେ ତେଲ ଦାମ୍ କମିବା ପରେ ଗ୍ରାହକଙ୍କ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୮୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୬୨ ପଇସା ହୋଇଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା…

କମିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଉପନିର୍ବାଚନ ପରାଜୟ ପରେ ବୁଦ୍ଧି ଶିଖିଲେ କେନ୍ଦ୍ର ସରକାର । ତୈଳ ଦର ଉପରୁ ଏକସାଇଜ୍ ଡ୍ୟୁଟି କମାଇଛି କେନ୍ଦ୍ର । ପେଟ୍ରୋଲ ଓ ଡିଜେଲ ଦର କମିଛି । ଫଳରେ ଖାଉଟିଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ପେଟ୍ରୋଲ ଉପରୁ ୫ଟଙ୍କା ଓ ଡିଜେଲ ଉପରୁ ୧୦ ଟଙ୍କାର ଏକସାଇଜ୍ ଡ୍ୟୁଟି ହ୍ରାସ…

ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ଅଛି ପେଟ୍ରୋଲ ଡିଜେଲ ଦର

ନୂଆଦିଲ୍ଲୀ: ହୁ ହୁ ବଢ଼ିବାରେ ଲାଗିଛି ପେଟ୍ରୋଲ ଡିଜେଲ ଦର । ସବୁଠି ପ୍ରାୟ ୧୧୦ ଉପରେ ରହିଛି ପେଟ୍ରୋଲ ଦର । ପେଟ୍ରୋଲ୍ ଓ ଡିଜେଲ୍ ଦରରେ ଲଗାମ ଲାଗୁନି। ମଧ୍ୟ ପ୍ରଦେଶର ବାଲଘାଟରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୧୮ଟଙ୍କା ୨୫ ପଇସା ହୋଇଛି। ସେହିଭଳି ଏଠାରେ ଡିଜେଲ ଲିଟର ପିଛା ୧୦୭ ଟଙ୍କା…

ଦେଶରେ ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଯାହାକି ନିମ୍ନ ମଧ୍ୟବିତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଗୋଟିଏ ଦିନ ପରେ ପୁଣି ଥରେ ଦେଶରେ ପେଟ୍ରୋଲ ଓ ଡ଼ିଜେଲର ଦରରେ ବୃଦ୍ଧି ଘଟିଛି। ବିଭିନ୍ନ ସ୍ଥାନରେ ତୈଳଦର ୨୫ ରୁ ୨୮ ପଇସା ଲେଖାଏଁ ବୃଦ୍ଧି…

ଡିଜେଲ କମିଲା ୮ଟଙ୍କା ୩୬ପଇସା

ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି ।  କରୋନା ପାଇଁ ବେଶି ପ୍ରଭାବିତ ହୋଇଛି ଦିଲ୍ଲୀ । କିନ୍ତୁ ଏହାରି ମଧ୍ୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ବଡ଼ ଘୋଷଣା କରିଛନ୍ତି । କରୋନା ସମୟରେ ଡ଼ିଜେଲ ଓ ପେଟ୍ରୋଲ ଦର ହୁ ହୁ ହୋଇ ବଢ଼ି ଚାଲୁଥିବା ବେଳେ ଡ଼ିଜେଲ…