Odia News Portal
Browsing Tag

Dillip ray

୩ ବର୍ଷର ଦଣ୍ଡାଦେଶକୁ ସସପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ

ଭୁବନେଶ୍ୱର()    ଦିଲୀପ ରାୟଙ୍କୁ ବଡ ଆଶ୍ୱସ୍ତି । ସ୍ୱତନ୍ତ୍ର ସିବିଆଇ କୋର୍ଟର ଦଣ୍ଡାଦେଶକୁ ସସପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ । ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ସିବିଆଇ କୋର୍ଟ ଦେଇଥିବା ୩ ବର୍ଷର ଜେଲଦଣ୍ଡକୁ ସସପେଣ୍ଡ କରିଛନ୍ତି ।…

ଦଣ୍ଡାଦେସ ପରେ ଜାମିନ

ନୂଆଦିଲ୍ଲୀ()  ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି । କୋଇଲା ବ୍ଲକ ଦୁର୍ନୀତିରେ ତାଙ୍କର ସଂପୃକ୍ତି ଥିବାରୁ ପୂର୍ବରୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ  । ତେବେ ଜେଲ ଦଣ୍ଡରେ ଦଣ୍ଡିତ ହେବାର କିଛି ସମୟ ପରେ ତାଙ୍କୁ ଜାମିନ…

ଆଜି ଆଉ ୨୬୦୪ ପଜିଟିଭ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର()  ରାଜ୍ୟରେ ଆଜି ୨୬୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୧୫୧୧ ଜଣ ଚିହ୍ନଟ ହୋଇଥିବାବେଳେ ୧୦୯୩ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ…

୨୬ରେ ଦୀଲ୍ଳିପଙ୍କ ଦଣ୍ଡ ଶୁଣାଣି

ଭୁବନେଶ୍ୱର()  କୋଇଲା ଖଣି ଆବଣ୍ଟନ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦୀଲ୍ଳିପ ରାୟଙ୍କ ଦଣ୍ଡ ଶୁଣାଣି ଆସନ୍ତା ୨୬ ତାରିଖକୁ ଘୁଞ୍ଚାଯାଇଛି । ୧୯୯୯ ମସିହାରେ କେନ୍ଦ୍ର ମନ୍ତ୍ରୀ ରହିଥିବା ସମୟରେ ଝାରଖଣ୍ଡରେ ହୋଇଥିବା ଏକ କୋଇଲା ଖଣି ଆବଣ୍ଟନ ମାମଲାରେ…

କୋଲ ସ୍କାମରେ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର()କୋଇଲା ଦୁର୍ନୀତିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ପ୍ରଥମ ମନ୍ତ୍ରୀ ଭାବେ କୋଇଲା ଦୁର୍ନୀତିରେ ଦିଲ୍ଲୀପ ରାୟ ଦୋଷୀ ହୋଇଛନ୍ତି । ଦୋଷୀ ସାବ୍ୟସ୍ତ କରିଛନ୍ତି ସ୍ପେଶାଲ କୋର୍ଟ ଜଜ ପରାଶର । ଅକ୍ଟୋବର ୧୪ରେ ସ୍ୱତନ୍ତ୍ର କୋର୍ଟରେ ଦଣ୍ଡାଦେଶ…

ଜନ୍ମଦିନରେ ଦିଲ୍ଲୀପ କରିବେ ଶକ୍ତି ପ୍ରଦର୍ଶନ

ଭୁବନେଶ୍ବର (): ଆସନ୍ତା ୯ ତାରିଖରେ ରାଜଧାନୀରେ ଶକ୍ତି ପ୍ରଦର୍ଶନ କରିବେ ବରିଷ୍ଠ ନେତା ଦିଲ୍ଲୀପ ରାୟ । ନିଜ ଜନ୍ମଦିନ ଅବସରରେ ଜୟଦେବଭବନ ଠାରେ ଆୟୋଜିତ ଉତ୍ସବରେ ନିଜ ସମର୍ଥକମାନଙ୍କୁ ଶ୍ରୀ ରାୟ ଭେଟିବେ ବୋଲି ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି । ବିଜେପିର ହାତ ଛାଡିବା ସହିତ ବିଧାୟକ…

ପଦ୍ମ ଛାଡି ଶଙ୍ଖ ଧରିବେ ଦିଲ୍ଲୀପ !

ଭୁବନେଶ୍ୱର () ଦଳର ସର୍ବୋଚ୍ଚ ନେତାଙ୍କ ଉପରେ କ୍ଷୁବ୍ଧ ହୋଇ ଦିଲ୍ଲୀପ ରାୟ ବିଧାୟକ ପଦରୁ ଇସ୍ତଫା ଦେବେ । ଯଦି ପ୍ରଧାନମନ୍ତ୍ରୀ ଘୋଷଣା କରିବା ପରେ ଏବଂ କେନ୍ଦ୍ର ଭୂପୃଷ୍ଠ ପରିବହନ ମନ୍ତ୍ରୀ ଶୀଳାନ୍ୟାଶ କରିବା ପରେ କାର୍ଯ୍ୟ ହଉନି ତେବେ ବିଧାୟକ ପଦରେ ରହି ଲାଭ କଣ । ଏହା ବିଚାରି ଦିଲ୍ଲୀପ…