Odia News Portal
Browsing Tag

districs

୬ଜଣ ବରିଷ୍ଟ ପର୍ଯ୍ୟବେକ୍ଷକଙ୍କ ଜିଲ୍ଲା ଦାୟିତ୍ୱ ଦେଲେ ବିଜେଡ଼ି ସୁପ୍ରିମୋ

ଭୁବନେଶ୍ୱର: ଆସୁଛି ପଞ୍ଚାୟତ ନିର୍ବାଚନ । ଏହାପୂର୍ବରୁ ୩୦ଟି ଯାକ ଜିଲ୍ଲା ଲାଗି ପ୍ରଭାରୀ ନିଯୁକ୍ତି କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ୬ଜଣ ବରିଷ୍ଟ ପର୍ଯ୍ୟବେକ୍ଷକଙ୍କୁ ଜିଲ୍ଲା ଦାୟିତ୍ୱ ଦେଇଛନ୍ତି ନବୀନ । ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ…