Odia News Portal
Browsing Tag

Dmet cbk Mohanty

ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ଶୀର୍ଷରେ ରହିପାରେ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରାମିତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବଢ଼ୁଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି ବିଭିନ୍ନ ସଂସ୍ଥାର ସମୀକ୍ଷା ପରେ…

ନିୟମ ନମାନିଲେ ଫେରିପାରେ ଲକଡାଉନ୍: ଡିଏମଇଟି

ଭୁବନେଶ୍ୱର: ଅନ୍ୟ ରାଜ୍ୟ ଭଳି ଓଡିଶାରେ ମଧ୍ୟ ଆବଶ୍ୟକ ପଡିଲେ କଟକଣା ଲାଗୁ ହେବ । ରାଜ୍ୟ ସରକାର ଏବେ କୋଭିଡ୍ ସ୍ଥିତି ନେଇ ସମୀକ୍ଷା କରୁଛନ୍ତି । ଆବଶ୍ୟକ ପଡିଲେ ମେଡିକାଲ ବେଡ୍ ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ । ଯଦି ଲୋକମାନେ ନିୟମ ନମାନିବେ ତେବେ ଲକଡାଉନ୍ ଫେରିବ ।କୋଭିଡ୍ ନିୟମ…

ଲକଡାଉନ ସମ୍ଭାବନାକୁ ଏଡ଼ାଇ ହେବନି: ଡ଼ିଏମଇଟି

ଭୁବନେଶ୍ୱର: ମହାରାଷ୍ଟ୍ରରେ କରୋନା ସ୍ଥିତି ଜଟିଳ ହେବା ପରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଲେ ଡ଼ିଏମଇଟି ସିବିକେ ମହାନ୍ତି । ସେ କହିଛନ୍ତି, ବର୍ତମାନ ସ୍ଥିତିରେ ଦୈନିକ ସଂକ୍ରମଣ ନେଇ ଲକଡ଼ାଉନ୍ କଥା ନାହିଁ । ହେଲେ ଲକଡାଉନ ସମ୍ଭାବନାକୁ ଏଡ଼ାଇ ହେବ ନାହିଁ । ମହାରାଷ୍ଟ୍ର ଓ…