‘ଫୋନି’ ପାଇଁ ପୋଲିସଙ୍କୁ ପ୍ରଶଂସା
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଚିବାଳୟରେ ଅନୁଷ୍ଠିତ ଏକ ସଂକ୍ଷିପ୍ତ ଉତ୍ସବରେ ରାଜ୍ୟ ପୋଲିସ ଦ୍ବାରା ପ୍ରସ୍ତୁତ ପ୍ରାମାଣିକ ଚିତ୍ର ‘ଭୟଙ୍କର ବାତ୍ୟା ଫନୀ ୨୦୧୯-ମୁକାବିଲାରେ ଓଡିଶା ପୋଲିସର ଭୁମିକା’ର ଉନ୍ମୋଚନ କରିଛନ୍ତି । ଏହି ପ୍ରାମାଣିକ ଚିତ୍ରରେ ଫନୀ ବାତ୍ୟା ଏବଂ…
