Odia News Portal
Browsing Tag

Double helmet checking in odisha

ଡବଲ ହେଲମେଟ୍ ନପିନ୍ଧିଲେ ଗଣିବେ ଫାଇନ୍

ଭୁବନେଶ୍ୱର: କେବଳ ଚାଳକ ନୁହଁନ୍ତି ବାଇକ୍ ପଛରେ ବସୁଥିବା ଲୋକ ହେଲମେଟ୍ ପିନ୍ଧିବା ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ହେଲମେଟ୍ ନ ପିନ୍ଧିଲେ ଗାଡିଚାଳକଙ୍କୁ ଫାଇନ୍ ଦେବାକୁ ପଡିବ । ସେହିଭଳି ଡି.ଏଲ ମଧ୍ୟ ବାତିଲ ହେବ । ଦୁର୍ଘଟଣା କମାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ।ପୂର୍ବରୁ…

କାଲିଠୁ ଡବଲ ହେଲମେଟ୍ ବାଧ୍ୟତାମୂଳକ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବାଧ୍ୟତାମୂଳକ ହେବ ଡବଲ ହେଲମେଟ । ନୂଆବର୍ଷରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବା ସହ କଡା କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ । ଏନେଇ ରାଜ୍ୟ ସଡକ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ବାଇକ ପଛରେ…