ଡବଲ ହେଲମେଟ୍ ନପିନ୍ଧିଲେ ଗଣିବେ ଫାଇନ୍
ଭୁବନେଶ୍ୱର: କେବଳ ଚାଳକ ନୁହଁନ୍ତି ବାଇକ୍ ପଛରେ ବସୁଥିବା ଲୋକ ହେଲମେଟ୍ ପିନ୍ଧିବା ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ହେଲମେଟ୍ ନ ପିନ୍ଧିଲେ ଗାଡିଚାଳକଙ୍କୁ ଫାଇନ୍ ଦେବାକୁ ପଡିବ । ସେହିଭଳି ଡି.ଏଲ ମଧ୍ୟ ବାତିଲ ହେବ । ଦୁର୍ଘଟଣା କମାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ।ପୂର୍ବରୁ!-->…