ଭୁବନେଶ୍ବରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ ଆରମ୍ଭ
ଭୁବନେଶ୍ବରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ବିଳନୀରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁ ଯୋଗ ଦେଇଛନ୍ତି। ଏଥିରେ ଆଞ୍ଚଳିକ ବିମାନ ସେବା ପ୍ରସଙ୍ଗକୁ ଗୁରୁତ୍ବ ଦିଆଯିବ। ସମ୍ମିଳନୀରେ ପୂର୍ବ ଭାରତର ରାଜ୍ୟଗୁଡ଼ିକ…