Odia News Portal
Browsing Tag

education minister samir das

ଗ୍ରୀଷ୍ମପ୍ରବାହ ସ୍ଥିତିକୁ ଦେଖି ସ୍କୁଲ ଖୋଲିବା ନିଷ୍ପତ୍ତି : ଗଣଶିକ୍ଷା ମନ୍ତ୍ରୀ

ଟାଣ ଖରାରେ ହନ୍ତସନ୍ତ ହେଉଛନ୍ତି ଲୋକେ । ଦିନ ୯ଟା ହେଲେ ମାଡି ଆସୁଛି ଖରା । ତେବେ ପ୍ରବଳ ତାତିକୁ ନଜରରେ ରଖି ଏପ୍ରିଲ ୩୦ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା କରିଥିଲେ ସରକାର । ତେବେ ଆହୁରି ୫ଦିନ ପାଇଁ ହିଟ୍ ୱେଭ ଜାରି କରିଛି ପାଣିପାଗ ବିଭାଗ । ତେବେ ୩୦ ତାରିଖ ପରେ ସ୍ଥିତି ଦେଖି ସ୍କୁଲ…

ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପରେ ମୁହଁ ଖୋଲିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ବାେର୍ଡ ପରୀକ୍ଷା ବାତିଲ ଓ ସ୍ଥଗିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆୟୋଜିତ ନେଇ ସରକାର ସ୍ପଷ୍ଟୀକରଣ ରଖିବା ପାଇଁ ଦାବି ଉଠାଇଛନ୍ତି ଛାତ୍ରଛାତ୍ରୀ । ଯାହାକୁ ନେଇ…

ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ତାରିଖରେ ହେବନାହିଁ ପରିବର୍ତ୍ତନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଆଜି ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ…

ଖୋଲିବନି ପ୍ରଥମରୁ ଅଷ୍ଟମ ସ୍କୁଲ: ସମୀର ଦାଶ

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏବେ ଖୋଲିବ ନାହିଁ ସ୍କୁଲ । ଏନେଇ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ସୂଚନା ପ୍ରଦାନ କରିଛନ୍ତି । ଆଜିଠୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ । ଏଭଳି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ।…

‘ପରୀକ୍ଷା ଦର୍ପଣ’ ପୁସ୍ତିକା ଉନ୍ମୋଚିତ

ଭୁବନେଶ୍ୱର: କମିଲା ମାଟ୍ରିକ ପରୀକ୍ଷାର୍ଥୀଙ୍କ ଚିନ୍ତା | କରୋନା କାଳରେ ବିଦ୍ୟାଳୟ ଯାଇ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପରୀକ୍ଷାର୍ଥୀଙ୍କ ପରୀକ୍ଷା ଚାପ କମାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବଡ଼ ପ୍ରୟାସ ।ଆଜି ମାଟ୍ରିକ ପରୀକ୍ଷାର୍ଥୀଙ୍କ ନିମନ୍ତେ ସହାୟକ ପୁସ୍ତିକା…

କୋର୍ଟଙ୍କ ନିର୍ଦ୍ଦେଶ ମିଳିବା ପରେ ନିଷ୍ପତ୍ତି

ଭୁବନେଶ୍ୱର: ସ୍କୁଲ ଫି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏପର୍ଯ୍ୟନ୍ତ ହାଇକୋର୍ଟଙ୍କ ନିର୍ଦ୍ଦେଶ ପହଞ୍ଚି ନାହିଁ । ଯାହା କିଛି ଗଣମାଧ୍ୟମରୁ ଜାଣିବାକୁ ପାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସି ବିଭାଗରେ ପହଞ୍ଚିବା ପରେ ତର୍ଜମା କରି…

ସ୍ଥିତି ପରଖିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସ୍କୁଲ ଖୋଲିବା ପରେ ସ୍ଥିତି ପରଖିଲେ ଗଣଶିକ୍ଷା ମନ୍ତ୍ରୀ । ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀ କେବଳ ସ୍କୁଲକୁ ଯିବାକୁ ଅନୁମତି ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ରାଜଧାନୀରେ ଥିବା…

କଲେଜରେ ସ୍ଥିତି ଅନୁଧ୍ୟାନ କଲେ ମନ୍ତ୍ରୀ

ଭୁବନେଶ୍ୱର : କରୋନା କଟକଣା ଯୋଗୁ ଦୀର୍ଘ ୯ ମାସ ପରେ ଆଜି ଖୋଲିଛି ସ୍କୁଲ ଓ କଲେଜ | ତେବେ କଲେଜରେ କୋଭିଡ଼ ନିୟମ ପାଳନର ଅନୁଧ୍ୟାନ ନିମନ୍ତେ ବିଜେବି କଲେଜକୁ ପହଞ୍ଚିଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । କଲେଜରେ କୋଭିଡ଼ ନିୟମ ସଠିକ ଭାବେ ପାଳନ କରାଯାଉଛି କି ନାହିଁ ସେ ନେଇ ଟିକିନିଖି…