ଓଡିଶାର ଇ-ଗେଜେଟ ପୋର୍ଟାଲର ଶୁଭାରମ୍ଭ
ଭୁବନେଶ୍ୱର() ୫ଟି ସୂତ୍ରର ରୂପାୟନ ଦିଗରେ ଅନ୍ୟ ଏକ ପଦକ୍ଷେପ ସ୍ୱରୂପ ମୁଖ୍ୟ ଶାସନ ସଚିବ ଅସିତ ତି୍ରପାଠୀ ଓଡିଶା ସରକାରୀ ମୁଦ୍ରଣାଳୟର ଇ-ଗେଜେଟ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ନୂଆବର୍ଷ ଅବସରରେ ରାଜ୍ୟ ଲୋକସେବା ଭବନଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ ଏହି ପୋର୍ଟାଲ…