ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବ୍’ର ଅଷ୍ଟମ ବାର୍ଷିକ ପୂର୍ତ୍ତି
ଭୁବନେଶ୍ୱର ତା. ୧୩-୦୮-୨୦୨୫ – ଡିଏଭି ପୋଖରୀପୁଟରେ ‘ଅଟଳ ଟିଙ୍କରିଂ ଲାବରେଟୋରି’ର ଅଷ୍ଟମ ବର୍ଷ ପୂର୍ତ୍ତି ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଭିନବ ଉପାୟରେ ଅନେକ ଗବେଷଣାତ୍ମକ କାର୍ଯ୍ୟ ଏହା ମାଧ୍ୟମରେ କରିବାରେ ସମର୍ଥ ହୋଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ…