ଫଳାଫଳକୁ ନେଇ ଆଶଙ୍କାରେ ବିଜେପି ଉଲ୍ଲାସରେ କଂଗ୍ରେସ
ଦେଶର ପାଞ୍ଚଟି ରାଜ୍ୟ ରାଜସ୍ଥାନ, ମଧ୍ୟ ପ୍ରଦେଶ, ଛତିଶଗଡ଼, ତେଲଙ୍ଗାନା ଓ ମିଜୋରାମର ବିଧାନସଭା ନିର୍ବାଚନର ଫଳାଫଳ ଡିସେମ୍ବର ୧୧ରେ ପ୍ରକାଶ ପାଇବ। ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ ଏହିସବୁ ରାଜ୍ୟର ବିଧାନସଭା ନିର୍ବାଚନକୁ ସେମି ଫାଇନାଲ କୁହାଯାଉଛି। ମତଦାନ ପରେ ଆସିଥିବା ପ୍ରାକ…