Odia News Portal
Browsing Tag

elephant attack

ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ ଜିଲ୍ଲା ଷଢଙ୍ଗୀ ବନାଞ୍ଚଳ ଅନ୍ତର୍ଗତ କରମୂଳ ନିକଟରେ ଜଣଙ୍କୁ ଶୁଣ୍ଢରେ ଟେକି କଚାଡି ମାରିଛି ହାତୀ । ମୃତକ ହେଲେ କରମୂଳ ଗ୍ରାମର ରାଜେନ୍ଦ୍ର ମଲ୍ଲିକ । ମଙ୍ଗଳବାର ରାଜେନ୍ଦ୍ର ଗାଈ ଖୋଜିବାକୁ ପାଖ ଜଙ୍ଗଲକୁ ଯାଇ ଆଉ ଘରକୁ ଫେରିନଥିଲେ । ଫଳରେ ବୁଧବାର…

ଦନ୍ତା ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ

ସୁନ୍ଦରଗଡରେ ଦନ୍ତା ହାତୀ ଆତଙ୍କ । ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ । ମୃତ ବୃଦ୍ଧଙ୍କ ନାଁ କିରଣ ଡୁଙ୍ଗଡୁଙ୍ଗ । ପଞ୍ଚରା ସେକ୍ସନ ଗୌବାହାଲ ବିଟ କୁତ୍ରା ଥାନା ଛୁରୀଚୋକା ଗାଁରେ ତାଙ୍କ ଘର । ସୂଚନାନୁସାରେ, ରବିବାର ବିଳମ୍ବିତ ରାତିରେ ପଞ୍ଚରା ସେକ୍ସନ ଗୌବାହାଲ ବିଟ କୁତ୍ରା ଥାନା…

ଦଳିଦେଲା ଦନ୍ତା

ବାରିପଦା : ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଥମିବାର ନାମ ନେଉନି ହାତୀ ଆତଙ୍କ। ହାତୀ ଆକ୍ରମଣରେ ପୁଣି ଆଉଏକ ଜୀବନ ଗଲା। ଆଜି ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ଅନ୍ତର୍ଗତ ଭଦୁଆଶୋଳ ଗ୍ରାମରେ। ଆଜି ଭୋରରୁ ଗ୍ରାମର ଅର୍ଜୁନ ହାଁସଦା ନିଜ ବିଲ୍କୁ…

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ପଞ୍ଚାୟତ ଶିମିଳିଛୁଇଁ ଗ୍ରାମରେ ହାତୀ ଆକ୍ରମଣ। ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର। ସୂଚନା ଅନୁଯାୟୀ, ଶିମିଳିଛୁଇଁ ଗ୍ରାମର ଉତ୍ତମ ଦାସ ବନ କର୍ମଚାରୀଙ୍କ ଉପସ୍ଥିତିରେ ହାତୀ ଆଡକୁ ଚାଲି ଯାଇଥିଲେ। ବନ କର୍ମଚାରୀ ବାରଣ କରିବା…

ବିଧାୟିକାଙ୍କୁ ଚଲାଇ ଚଲାଇ ନେଲେ ଲୋକେ

ମୟୁରଭଞ୍ଜ: କରଞ୍ଜିଆ ବିଧାୟିକା ବାସନ୍ତି ହେମ୍ବ୍ରମଙ୍କୁ ରାସ୍ତାରେ ଚଲାଇ ଚଲାଇ ନେଲେ ଲୋକେ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବକୁ ନେଇ ରାସ୍ତାରୋକ କରିଥିଲେ ଗ୍ରାମବାସୀ । ଦୁଧିଆଣି ରେଞ୍ଜ ଅଫିସ ଘେରାଉ କରିବା ସହ ୨୨୦ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ।…

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ଖୋର୍ଦ୍ଧା: ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ । ମୃତ ମହିଳା ଜଣଙ୍କ ଖୋର୍ଦ୍ଧା ଜିଲ୍ଲା ନିରାକାର ପୁର ଥାନା ରାମେଶ୍ୱର ଗ୍ରାମପଞ୍ଚାୟତ ଖଜୁରୀପଡା ଗ୍ରାମର ସାଇରନ ବିବି। କୋଣସି କାର୍ଯ୍ୟରେ ସେ ଘର ବାହାରକୁ ଯାଇଥିବା ସମୟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ | ଅନ୍ଧାର ରାତିରେ ହଠାତ…

ହାତୀ ଆକ୍ରମଣରେ ଜଣେ ମୃତ ଦୁଇ ଗୁରୁତର

ରାଜ୍ୟର ଦୁଇଟି ସ୍ଥାନରେ ହାତୀ ଆକ୍ରମଣ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ବଣାଇର ତାମଡ଼ା ରେଞ୍ଜରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ କୁଲେଇବଗା ଗାଁର। ସକାଳେ ବାହାରକୁ ଯାଇଥିବା ବେଳେ ସେ ହାତୀ ହାବୁଡ଼ରେ ପଡ଼ି…