Odia News Portal
Browsing Tag

elephant death

ଶିମିଳିପାଳରେ ପୁଣି ଏକ ଦନ୍ତାହାତୀର ମୃତଦେହ ଠାବ

ଶିମିଳିପାଳରେ ପୁଣି ଏକ ଦନ୍ତାହାତୀର ମୃତଦେହ ଠାବ । ପିଠାବଟା ରେଞ୍ଜ୍ ର ଗୋପୀନାଥପୁର ବିଟ୍ ଅଧୀନ ଜଙ୍ଗଲରେ ପାଟ୍ରୋଲିଂ ବେଳେ ବନକର୍ମଚାରୀ ହାତୀ ମୃତଦେହ ଦେଖି ଉପର ଅଧିକାରୀଙ୍କୁ ଜଣାଇଥିଲେ । ଆଜି ସକାଳେ ପ୍ରାଣୀ ଚିକିତ୍ସକଙ୍କୁ ସାଙ୍ଗରେ ନେଇ ବନ ବିଭାଗ ଟିମ ଘଟଣାସ୍ଥଳକୁ ଯାଇଛନ୍ତି ।…

ଜଙ୍ଗଲରେ ଅସୁରକ୍ଷିତ ହାତୀ,ଶିମିଳିପାଳ ଅଭୟାରଣ୍ୟରେ ପୁଣି ଏକ ହାତୀର ମୃତ୍ୟୁ

ଶିମିଳିପାଳ ଅଭୟାରଣ୍ୟରେ ପୁଣି ଏକ ହାତୀର ମୃତ୍ୟୁ । ଶମିଳିପାଳ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଥିବା ପୋଷା ହାତୀ ଶୋଭାର ମୃତ୍ୟୁ ହୋଇଛି । ଶୋଭା ଗତ କିଛି ଦିନ ହେବ ଅସୁସ୍ଥ ହୋଇପଡିଥିଲା । ଚିକିତ୍ସା ଅବହେଳାରୁ ଶୋଭା ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ୨୦୦୨ ମସିହାରେ…

ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ

ବରଗଡ: ବିଦ୍ୟୁତ ସଂସ୍ପର୍ଶରେ ଆସି ପୁଣି ଏକ ମାଈ ହାତୀର ମୃତ୍ୟୁ । ଅମ୍ବାଭୋନା ବ୍ଲକ ଲଖନପୁର ନିକଟସ୍ଥ ଅଲେଖପୁର ଗ୍ରାମରେ ଏକ ବିଲରେ ହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ ଅଲେଖପୁର ଗ୍ରାମର ଏକ ବିଲରେ…

କରେଣ୍ଟ ଲାଗି ପ୍ରାଣ ହାରିଲେ ଗଜରାଜ

ଅକାଳରେ ଚାଲିଗଲା ଗଜରାଜଙ୍କ ଜୀବନ । ଉତ୍ତର ବନଖଣ୍ଡ ଏମ୍ ରାମପୁରରେ ଘଟିଛି ଏହି ଅଘଟଣ । ବିଦ୍ୟୁତ ଆଘାତରେ ମାଈ ହାତୀର ମୃତ୍ୟୁ ହୋଇଛି । ନରଲା ରେଞ୍ଜ କମେ ଗାଁରେ ରାସ୍ତା ପାର ହୋଇ ଯାଉଥିବା ବେଳେ ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି…

ବିଦ୍ୟୁତ୍ ଆଘାତରେ ହାତୀ ମୃତ୍ୟୁ

ଢେଙ୍କାନାଳ : ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଅନ୍ତର୍ଗତ କଣ୍ଟାମାଳ ଗାଁରେ ବିଦ୍ୟୁତ ଆଘାତରେ ଏକ ମାଈ ହାତୀର ମୃତ୍ୟୁ ହୋଇଥିବା ଶନିବାର ଜଣାପଡିଛି। ହାତୀଟିର ବୟସ ପ୍ରାୟ ୧୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଜଙ୍ଗଲୀ ବାରହା ପାଇଁ ବିଛା ଯାଇଥିବା ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ…

ହାତୀ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ ପ୍ରକାଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର କର୍ଲାପାଟ ଅଭୟାରଣ୍ୟରେ ଘଟୁଥିବା ହାତୀ ମୃତ୍ୟୁ ସଂପର୍କରେ ସମୀକ୍ଷା କରି ଏହି ଘଟଣାରେ ଘୋର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ପଶୁସଂପଦ ବିଭାଗ ମିଳିତ ଭାବେ ପଦକ୍ଷେପ…

ହାତୀ ମଡ଼କ: ୧୪ ଦିନରେ ୬ ହାତୀ ମୃତ

କଳାହାଣ୍ଡି: କର୍ଲାପାଟ ୧୪ ଦିନ ଭିତରେ ଆଖି ବୁଜିଲେଣି ୬ଟି ହାତୀ | କର୍ଲାପାଟ ଅଭୟାରଣ୍ୟରେ ଆଜି ଆଉ ଏକ ମାଇ ହାତୀର ମୃତ୍ୟୁ ହୋଇଛି । ଆଜି ଆଖି ବୁଜିଥିବା ହାତୀଟି ସେପ୍ଟିସେମିଆରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ସୂଚନା ମିଳିଛି । ଏଥିସହିତ ଗତ ୧୪ ଦିନ ଭିତରେ କର୍ଲାପାଟ ଜଙ୍ଗଲରେ…

କର୍ଲାପାଟରେ ବିଲୋପ ହୋଇଯିବେ କି ହାତୀ ?

କଳାହାଣ୍ଡି: କର୍ଲାପାଟରେ ହାତୀ ମଡ଼କ | ୧୩ ଦିନ ମଧ୍ୟରେ ଆଖି ବୁଜିଲେଣି ୫ ହାତୀ | ପୂର୍ବରୁ ୪ ହାତୀଙ୍କ ମୃତ୍ୟୁ ହୋଇ ସାରିଥିବା ସମୟରେ ଆଉ ଏକ ହାତୀ ଅସୁସ୍ଥ ଥିଲା। ତେବେ ଆଜି ଆଉ ଏକ ହାତୀର ମୃତ୍ୟୁ ଘଟିଛି | ତେବେ ହାତୀଙ୍କ ମୃତ୍ୟୁ ହାମରେଜ୍ ସେପ୍ଟିସେମିଆ ରୋଗରେ ଆକ୍ରାନ୍ତ ହୋଇ ଘଟୁଥିବା…

ଟ୍ରେନ୍ ଧକ୍କାରେ ୨ ହାତୀ ମୃତ

ରାଉରକେଲା: ସୁନ୍ଦରଗଡ଼ ବିଶ୍ରା ଥାନା ଅନ୍ତର୍ଗତ ମହିପାଣି ନିକଟରେ ଟ୍ରେନ ଧକ୍କାରେ ଦୁଇଟି ମାଈ ହାତୀଙ୍କ ମୃତ୍ୟୁ ହୋଇଛି। ରାଉରକେଲା ମୁମ୍ବାଇ ମୁଖ୍ୟ ରେଳ ପଥର ବିଶ୍ରା ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହିପାଣି ଲେବୁଲ କ୍ରସିଂରେ ଘଟିଛି ଏହି ଘଟଣା ।ଏହି ଦୁର୍ଘଟଣାଟି ଗତକାଲି ରାତି ଗୋଟାଏରେ…

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ପଞ୍ଚାୟତ ଶିମିଳିଛୁଇଁ ଗ୍ରାମରେ ହାତୀ ଆକ୍ରମଣ। ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର। ସୂଚନା ଅନୁଯାୟୀ, ଶିମିଳିଛୁଇଁ ଗ୍ରାମର ଉତ୍ତମ ଦାସ ବନ କର୍ମଚାରୀଙ୍କ ଉପସ୍ଥିତିରେ ହାତୀ ଆଡକୁ ଚାଲି ଯାଇଥିଲେ। ବନ କର୍ମଚାରୀ ବାରଣ କରିବା…