Odia News Portal
Browsing Tag

encounter

ଏନକାଉଣ୍ଟରରେ ଜୈଶ-ଏ-ମହମ୍ମଦର ଟପ୍‌ କମାଣ୍ଡର ନିହତ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଅବନ୍ତିପୋରାର ଟ୍ରାଲ ଅଞ୍ଚଳରେ ଅବସ୍ଥିତ ତିଲୱାନି ମୋହଲ୍ଲା ୱାଗ୍ଗଡରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସୁରକ୍ଷା ବାହିନୀ ଏହି ଅଞ୍ଚଳରେ…

ଜାମ୍ମୁ-କାଶ୍ମୀର ସୋପୋରରେ ଏନକାଉଣ୍ଟର,୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀରରେ ଚାଲିଛି ଅଲ ଆଉଟ୍ ଅପରେଶନ । ଜଣେ ପରେ ଜଣେ ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରୁଛନ୍ତି ସୁରକ୍ଷା କର୍ମୀ । ଏହି କ୍ରମରେ ମଙ୍ଗଳବାର ଦିନ ପୋଲିସ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏଏନଆଇର ସୂଚନା ମୁତାବକ କାଶ୍ମୀରର ବାରାମୁଲ୍ଲା ଜିଲ୍ଲା ସୋପୋରରେ ସୋମବାର…

୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ କାଶ୍ମୀରର ପୁଲୱାମାର ଜଙ୍ଗଲ ଅଞ୍ଚଳରେ ଭାରତର ସୁରକ୍ଷା ବାହିନୀ ଯବାନଙ୍କ ଗୁଳିରେ ଦୁଇଜଣ ଆତଙ୍କିଙ୍କର ମୃତ୍ୟୁ ଘଟିଛି। ଶନିବାର ସକାଳେ ଏହି ଘଟଣା ଘଟିଛି। ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳକୁ ଘେରାଉ କରିନେବା ସହିତ ତଲାସି ଅଭିଯାନ ଚଳାଇଛନ୍ତି। କାଶ୍ମୀର ଜୋନ ପୁଲିସ ସୂତ୍ର…

ଗ୍ୟାଙ୍ଗଷ୍ଟାର ହାଇଦର ଏନକାଉଣ୍ଟର ମାମଲାରେ ନିଜ ଆଡ଼ୁ ମାମଲା ରୁଜୁ କଲେ ରାଜ୍ୟ ମାନବାଧିକାର କମିଶନ

ଭୁବନେଶ୍ୱର: କୁଖ୍ୟାତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟାର ଏନକାଉଣ୍ଟର ମାମଲାରେ ନିଜ ଆଡ଼ୁ ମାମଲା ରୁଜୁ କଲା ରାଜ୍ୟ ମାନବାଧିକାର କମିଶନ । ବିଭିନ୍ନ ଗଣମାଧ୍ୟମରେ କବର ପ୍ରସାରଣ ହୋଇଥିଲା । ଯାହାକୁ ଭିତ୍ତିକରି ମାମଲା ରୁଜୁ କରାଯାଇଛି । ଟୁଇନସିଟି ପୋଲିସ କମିଶନର, ଗୃହ ବିଭାଗ ଏସିଏସ୍‌, ପୋଲିସ…

ସୁକମା ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଚିନ୍ତଗୁମ୍ଫାରେ ରବିବାର ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀର ମୃତ୍ୟୁ ଘଟିବା ସହ ଗୋଟିଏ ବନ୍ଧୁକ ଓ କିଛି ବିସ୍ଫୋରକ ଜବତ କରାଯାଇଛି। ଏନେଇ ସୁକମା ଏସପି ସୁନୀଲ ଶର୍ମା…

ଗ୍ୟାଙ୍ଗଷ୍ଟାର ହାଇଦରକୁ ଏନକାଉଣ୍ଟର

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ଗ୍ୟାଙ୍ଗଷ୍ଟାର ହାଇଦରକୁ ଏନକାଉଣ୍ଟର । ବାରିପଦା ନିକଟରେ ହାଇଦରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି । ଚୌଦ୍ୱାର ଜେଲରୁ ବାରିପଦା ନେଉଥିବା ବେଳେ ହାଇଦରକୁ ଏନକାଉଣ୍ଟର କରାଯାଇଛି । କିଛିଦିନ ତଳେ ହାଇଦରକୁ ହାଇଦ୍ରାବାଦରୁ ଗିରଫ କରାଯାଇଥିଲା । ଏସିସିବି…

ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ସଫା

ଶ୍ରୀନଗର: ଶନିବାର ପ୍ରତ୍ୟୁଷରେ ଉତ୍ତର କଶ୍ମୀରର ବନ୍ଦୀପୋରା ଜିଲ୍ଲା ଅନ୍ତର୍ଗତ ସୁମଲାରର ଶୋକବାବା ଅଞ୍ଚଳରେ ଏନ୍କାଉଣ୍ଟର୍ କାରଣରୁ ଦୁଇଜଣ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି ଏବଂ ତିନିଜଣ ଯବାନ ଆହତ ହୋଇଛନ୍ତି। ଏବେ ମଧ୍ୟ ସେଠାରେ ଅଭିଯାନ ଚାଲିଥିବା କଥା କଶ୍ମୀର ଜୋନ୍ ପୁଲିସ…

ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଦକ୍ଷିଣ କଶ୍ମୀରରେ ଆତଙ୍କବାଦ ବିରୋଧରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା। ଦକ୍ଷିଣ କଶ୍ମୀରର ସୋପିଆନରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ୨ ଆତଙ୍କବାଦୀ ସଫା ହୋଇଛନ୍ତି। ବର୍ତ୍ତମାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି। ଜମ୍ମୁ କଶ୍ମୀର ପୁଲିସ କହିଛନ୍ତି ଯେ ନିହତ…

ପୋଲିସ-ମାଓବାଦୀ ଗୁଳି ବିନିମୟରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି…

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ସଫା

ଶ୍ରୀନଗର: ବିଗତ କିଛି ଦିନ ହେବ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଗତିବିଧି ବଢ଼ିଥିବା ଦେଖାଯାଇଛି। କୁଲଗାମ ଜିଲ୍ଲାରେ ସୁରକ୍ଷାବାହିନୀ ସହିତ ଆତଙ୍କବାଦୀମାନେ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାବାହିନୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ସଫା ହୋଇଯାଇଛନ୍ତି। ଜଣେ ପୁଲିସ ଅଧିକାରୀ ଜାତୀୟ ଗଣମାଧ୍ୟମକୁ…