Odia News Portal
Browsing Tag

encounter

ଗ୍ୟାଙ୍ଗଷ୍ଟାର ହାଇଦରକୁ ଏନକାଉଣ୍ଟର

ଭୁବନେଶ୍ୱର: କେନ୍ଦ୍ରାପଡ଼ାର ଗ୍ୟାଙ୍ଗଷ୍ଟାର ହାଇଦରକୁ ଏନକାଉଣ୍ଟର । ବାରିପଦା ନିକଟରେ ହାଇଦରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି । ଚୌଦ୍ୱାର ଜେଲରୁ ବାରିପଦା ନେଉଥିବା ବେଳେ ହାଇଦରକୁ ଏନକାଉଣ୍ଟର କରାଯାଇଛି । କିଛିଦିନ ତଳେ ହାଇଦରକୁ ହାଇଦ୍ରାବାଦରୁ ଗିରଫ କରାଯାଇଥିଲା । ଏସିସିବି…

ଯବାନଙ୍କ ଗୁଳିରେ ୨ ଆତଙ୍କବାଦୀ ସଫା

ଶ୍ରୀନଗର: ଶନିବାର ପ୍ରତ୍ୟୁଷରେ ଉତ୍ତର କଶ୍ମୀରର ବନ୍ଦୀପୋରା ଜିଲ୍ଲା ଅନ୍ତର୍ଗତ ସୁମଲାରର ଶୋକବାବା ଅଞ୍ଚଳରେ ଏନ୍କାଉଣ୍ଟର୍ କାରଣରୁ ଦୁଇଜଣ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଛନ୍ତି ଏବଂ ତିନିଜଣ ଯବାନ ଆହତ ହୋଇଛନ୍ତି। ଏବେ ମଧ୍ୟ ସେଠାରେ ଅଭିଯାନ ଚାଲିଥିବା କଥା କଶ୍ମୀର ଜୋନ୍ ପୁଲିସ…

ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଦକ୍ଷିଣ କଶ୍ମୀରରେ ଆତଙ୍କବାଦ ବିରୋଧରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା। ଦକ୍ଷିଣ କଶ୍ମୀରର ସୋପିଆନରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ୨ ଆତଙ୍କବାଦୀ ସଫା ହୋଇଛନ୍ତି। ବର୍ତ୍ତମାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଛି। ଜମ୍ମୁ କଶ୍ମୀର ପୁଲିସ କହିଛନ୍ତି ଯେ ନିହତ…

ପୋଲିସ-ମାଓବାଦୀ ଗୁଳି ବିନିମୟରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି…

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଆତଙ୍କବାଦୀ ସଫା

ଶ୍ରୀନଗର: ବିଗତ କିଛି ଦିନ ହେବ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଗତିବିଧି ବଢ଼ିଥିବା ଦେଖାଯାଇଛି। କୁଲଗାମ ଜିଲ୍ଲାରେ ସୁରକ୍ଷାବାହିନୀ ସହିତ ଆତଙ୍କବାଦୀମାନେ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାବାହିନୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ସଫା ହୋଇଯାଇଛନ୍ତି। ଜଣେ ପୁଲିସ ଅଧିକାରୀ ଜାତୀୟ ଗଣମାଧ୍ୟମକୁ…

ପୋଲିସ-ନକ୍ସଲ ଗୁଳି ବିନିମୟରେ ୬ ନକ୍ସଲ ନିହତ

ମାଲକାନଗିରି: ପୋଲିସ-ନକ୍ସଲ ଗୁଳି ବିନିମୟ ହୋଇଛି । ଏଥିରେ ୬ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିଶାଖାପାଟଣା ଜିଲ୍ଲା କୋୟ ଗାଁରେ ଘଟିଛି ଏଭଳି ଗୁଳି ବିନିମୟ । କମ୍ବିଂ ଅପରେସନ ଚାଲିଥିବା ବେଳେ ପୋଲିସ ଏନକାଉଣ୍ଟର କରିଥିବା ସୂଚନା ଦେଲେ ବିଶାଖାପାଟଣା ଗ୍ରାମାଞ୍ଚଳ ଏସପି ।…