Odia News Portal
Browsing Tag

England Test captain

ଚେନ୍ନାଇରେ ରୁଟଙ୍କ ରାଜ୍

ଚେନ୍ନାଇ: ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟରେ ଜୋ ରୁଟଙ୍କ ଦମଦାର ଦ୍ୱିଶତକ । ଚେନ୍ନାଇ ଟେଷ୍ଟରେ ରୁଟ୍ ୨୦୦ ରନ୍ କରି ସାରିଛନ୍ତି । ଲଗାତର ଭାବେ ସେ ତିନୋଟି ଟେଷ୍ଟ ମ୍ୟାଚରେ ୧୫୦ରୁ ଅଧିକ ରନ୍ କରିଛନ୍ତି । ଏହି ତାଲିକାରେ ସେ ସପ୍ତମ ସ୍ଥାନରେ ପହଁଚିଛନ୍ତି । ସେ ଶ୍ରୀଲଙ୍କା ବିପକ୍ଷରେ ଦୁଇଟି…