ପରିବେଶ ପ୍ରଦୂଷଣ ସମସ୍ୟାକୁ ଗୁରୁତ୍ୱ ଦେବା ଆବଶ୍ୟକ : ଶ୍ୱାସରୋଗ ବିଶେଷଜ୍ଞ
ଭୁବନେଶ୍ୱର: ଜଳବାୟୁ ପରିବର୍ତନ ଏବଂ ପରିବେଶ ପ୍ରଦୂଷଣ ଭଳି ପ୍ରସଙ୍ଗକୁ ଗୁରୁତ୍ୱ ଦେବା ଉଚିତ୍ । କାରଣ ଶ୍ୱାସକ୍ରିୟା ସମ୍ବନ୍ଧୀୟ ବିଭିନ୍ନ ରୋଗ ନିମନ୍ତେ ଏହି ସମସ୍ୟା ହିଁ ଦାୟୀ ବୋଲି ବୁଧବାର କହିଛନ୍ତି ବିଶିଷ୍ଟ ଡାକ୍ତର ପ୍ରଫେସର ଦିଲ୍ଲୀପ ମହାପାତ୍ର । ଶ୍ୱାସରୋଗ ତଥା!-->…
