Odia News Portal
Browsing Tag

ex pcc president

ପରଲୋକରେ ପୂର୍ବତନ ପିସିସି ସଭାପତି ନିତ୍ୟାନନ୍ଦ ମିଶ୍ର

ଭୁବନେଶ୍ୱର: ବଲାଙ୍ଗୀରର ପୂର୍ବତନ ସରଂସଦ ତଥା ପିସିସି ସଭାପତି ନିତ୍ୟନନ୍ଦ ମିଶ୍ରଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ନିତ୍ୟାନନ୍ଦ ମିଶ୍ରଙ୍କର ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶା କଂଗ୍ରେସ…