ଅଡୁଆରେ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ() ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ବିରୋଧରେ ଆସିଥିବା ଯୌନ ନିର୍ୟାତନ ମାମଲାକୁ ‘ଷଡ଼ଯନ୍ତ୍ର’ କହି ଅଡୁଆରେ ପଡ଼ିଥିବା ଆଇନଜୀବୀ ଉତ୍ସବ ବେନସ କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ସେ ଏହି ଅଭିଯୋଗକୁ ‘ଷଡ଼ଯନ୍ତ୍ର’ ବୋଲି କହିବା ପରେ ସୁପ୍ରିମକୋର୍ଟର…