Odia News Portal
Browsing Tag

farmer

ବଡ ଆନ୍ଦୋଳନ ପାଇଁ ସଜବାଜ

କୃଷି ଆଇନ ରଦ୍ଦ ବିଲକୁ କ୍ୟାବିନେଟର ମଞ୍ଜୁର ପରେ ବି, ଚାଷୀ ସଂଗଠନ ଶାନ୍ତ ପଡି ନାହାଁନ୍ତି । ଏବଂ ବଡ ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି । କାଲି କୃଷକ ଆନ୍ଦୋଳନକୁ ବର୍ଷେ ପୁରୁଥିବାରୁ ଏମଏସପି ଗ୍ୟାରେଂଟି ଓ ଅନ୍ୟାନ୍ୟ ଦାବିରେ ଆନ୍ଦୋଳନ କରିବାକୁ ଘୋଷଣା କରିଛି ସଂଯୁକ୍ତ କିଷାନ ମୋର୍ଚ୍ଚା…

୩ କୃଷି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ସରିଛି କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକ ଶେଷ ହୋଇଛି । ତେବେ ଏହି ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ବିବାଦୀୟ ୩ଟି କୃଷି ଆଇନ୍‌ ପ୍ରତ୍ୟାହାର ପ୍ରସ୍ତାବକୁ ଲାଗିଛି କ୍ୟାବିନେଟ୍‌ର ମୋହର ।…

ଡିଜେ ସାଉଣ୍ଡରେ ମରିଗଲେ ୬୦ କୁକୁଡା

ଡିଜେ ବାଜିବାରୁ ହୃଦଘାତରେ ମରିଗଲେ ୬୦ରୁ ଅଧିକ କୁକୁଡ଼ା। ଏନେଇ କୁକୁଡ଼ା ଚାଷୀ ରଞ୍ଜିତ ପରିଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏଭଳି ଘଟଣା ଘଟିଛି ବାଲେଶ୍ୱର ନୀଳଗିରି ଥାନା ଅନ୍ତର୍ଗତ କାଣ୍ଡଗରଡ଼ି ଗାଁରେ । ସୂଚନାଅନୁସାରେ, ଗତକାଲି କାଣ୍ଡଗରଡ଼ି ଗାଁର ଜଣଙ୍କର ଝିଅ ବାହାଘରକୁ…

ବଲାଙ୍ଗୀରରେ ଚିନ୍ତାରେ ଚାଷୀ

ବଲାଙ୍ଗୀର: ଜିଲ୍ଲାରେ ଖରିଫ ଋତୁ ଧାନ କିଣା ପୂର୍ବରୁ ଉପୁଜିଲାଣି ସମସ୍ୟା । ନିର୍ଦ୍ଧାରିତ ସମୟରେ ଧାନ କିଣାକୁ ନେଇ ଦେଖା ଦେଇଛି ଅନିଶ୍ଚିତତା । ଜିଲ୍ଲାରେ ଏହି ସମୟରେ ଖରିଫ ଋତୁ ଧାନ ଅମଳ ହୋଇଥାଏ । ଏହାକୁ ସରକାର ପେକ୍ସ ବା ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଚାଷୀଙ୍କ ଠାରୁ ଧାନ…

୩ଟି ନୂଆ କୃଷି ଆଇନ ପ୍ରତ୍ୟାହାର କଲେ ପ୍ରଧାନମନ୍ତ୍ରୀ

ଆଜି ଦେଶବାସୀଙ୍କୁ ସମ୍ବୋଧିତ କରି କୃଷି ଆଇନକୁ ନେଇ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ କୃଷି ଆଇନର ପ୍ରତ୍ୟାହାର ନେଇ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ୩ଟି କୃଷି ଆଇନକୁ ପ୍ରତ୍ୟାହାର କରି ନେଉଛନ୍ତି । ସେ ଯାହା କରୁଛନ୍ତି…

ପୁରୀ ଜିଲ୍ଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା

ଭୁବନେଶ୍ୱର : ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ 33.03କୋଟି ଟଙ୍କା ପାଇବେ । ଏହି…

ହିଂସାରେ ପ୍ରାଣ ହରାଇଥିବା ଚାଷୀଙ୍କ ପରିବାରକୁ ମିଳିବ ୪୫ ଲକ୍ଷ ଟଙ୍କା, ସରକାରୀ ଚାକିରି

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡକୁ ନେଇ ବ୍ୟାକଫୁଟରେ ଥିବା ଯୋଗୀ ସରକାର ବଡ଼ ଘୋଷଣା କରିଛନ୍ତି। ଚାଷୀ ଆନ୍ଦୋଳନ ବେଳେ ଘଟିଥିବା ହିଂସକାଣ୍ଡ ଘଟଣାର ତଦନ୍ତ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ କରାଯିବ ବୋଲି ଯୋଗୀ ସରକାର ଘୋଷଷା କରିଛନ୍ତି। ଏଥିସହ…

କୃଷକଙ୍କ ଲାଗି ଲଢ଼େଇ ଜାରି ରଖିବ ବିଜେଡି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‍ଏଫ୍‍ବିୱାଇ) ଦାବି ସମାଧାନ ନହେବା କାରଣରୁ ଓଡିଶାର ଲକ୍ଷ ଲକ୍ଷ କୃଷକ ଯନ୍ତ୍ରଣା ଭୋଗୁଛନ୍ତି । ପିଏମ୍‍ଏଫ୍‍ବିୱାଇ ଅଧୀନରେ ବୀମା କମ୍ପାନୀଗୁଡିକ ଦ୍ୱାରା ୧୦୦୦ କୋଟିରୁ ଅଧିକ ଟଙ୍କାର କ୍ଷତିପୂରଣ ଦାବି ସମାଧାନ ହୋଇନାହିଁ ବୋଲି…

ଚିନ୍ତାରେ ଆମ୍ବଚାଷୀ

କଲ୍ୟାଣସିଂହପୁର: ଲକ୍ ଡାଉନ ପାଇଁ ବିକ୍ରି ହୋଇ ପାରୁନି ଆମ୍ବ । ଯାହାକୁ ନେଇ ଚିନ୍ତାରେ ଆମ୍ବ ଚାଷୀ । ରାୟଗଡା ଜିଲ୍ଲା କଲ୍ୟାଣ ସିଂପୁର ବ୍ଲକ ସିକରପାଇ ନିକଟରେ ରହିଛି ଶାନ୍ତିବନ । ଯେଉଁଠି ତିନି ଏକର ଜମିରେ ଆମ୍ବ ଚାଷ କରିଛନ୍ତି ସିକରପାଇ ଗାଁର ରହିଦାସ ନାୟକ । ଏବର୍ଷ ଅଧିକା ଆମ୍ବ ଫଳି…

କୃଷକଙ୍କ ଲାଗି ଖୁସି ଖବର, ବର୍ଷକୁ ମିଳିବ ୧୦ ହଜାର ଟଙ୍କା

କୋଲକାତା: କରୋନା କାଳରେ କୃଷକଙ୍କ ଲାଗି ଖୁସି ଖବର । କୃଷକଙ୍କ ଲାଗି ବଡ଼ ଘୋଷଣା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କୃଷକ ବନ୍ଧୁ ଯୋଜନା ଘୋଷଣା କରିଛନ୍ତି ମମତା । ଏହି ଯୋଜନାରେ ରାଜ୍ୟର ସମସ୍ତ କୃଷକ ମାନଙ୍କୁ ବାର୍ଷିକ ୧୦ ହଜାର ଟଙ୍କା ଦେବେ ରାଜ୍ୟ ସରକାର । ଗତକାଲି…