Odia News Portal
Browsing Tag

farmers protest in Delhi

ଚାଷୀଙ୍କୁ ନିବେଦନ କଲେ କେନ୍ଦ୍ର କୃଷି ମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇଛି । କେନ୍ଦ୍ର ସରକାରଙ୍କର କୃଷି ଆଇନ ବିରୋଧରେ ଲଗାତାର ବିରୋଧ କରୁଥିବା ଚାଷୀଙ୍କୁ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଶନିବାର ନିବେଦନ କରିଛନ୍ତି। ଏଥିରେ ଦେଶରେ କରୋନା ଦ୍ୱିତୀୟ ଲହର ଚାଲୁଥିବା ନେଇ ସେ ସୂଚନା ଦେବା ସହ…

ଓହରିଲେ ଭୂପିନ୍ଦର ସିଂ ମାନ୍

ନୂଆଦିଲ୍ଲୀ: ନୂଆ କୃଷି ଆଇନ ଉପରେ ସୁପ୍ରିମକୋର୍ଟ ଦ୍ଵାରା ଗଠିତ ଚାରି ସଦସ୍ୟ ବିଶିଷ୍ଟ କମିଟିରୁ ଭାରତୀୟ କିଷାନ ୟୁନିୟନର ରାଷ୍ଟ୍ରୀୟ ସଭାପତି ତଥା ଅଖିଳ ଭାରତୀୟ କିଷାନ ସମନ୍ଵୟ କମିଟିର ସଭାପତି ଭୂପିନ୍ଦର ସିଂହ ମାନ ନିଜକୁ ବାଦ ଦେଇଛନ୍ତି । କୃଷକ ଆନ୍ଦୋଳନର ସମାଧାନ ପାଇଁ…

କୃଷି ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରୋକ୍

ନୂଆଦିଲ୍ଲୀ: କୃଷି ଆଇନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ । ୩ଟି କୃଷି ଆଇନ ଉପରେ ମାନ୍ୟବର ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କୃଷି ଆଇନ ଲାଗୁ ହୋଇପାରିବନି ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି । କୃଷି ଆଇନକୁ ନେଇ ୪ଟି ସଦସ୍ୟ ବିଶିଷ୍ଟ କିମିଟି ଗଠନ…

କୃଷି ଆଇନ ସ୍ଥଗିତ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ ଜାରି ରହିଛି କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ । ଆଜି ସୁପ୍ରିମକୋର୍ଟରେ ଚାଷୀ ଆନ୍ଦୋଳନର ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । କୃଷି ଆଇନ ଅଚଳାବସ୍ଥା ନେଇ କେନ୍ଦ୍ର ସରକାରଙ୍କ ଉପରେ…

ଦାବିରେ ଅଟଳ ଚାଷୀ ନେତା

ନୂଆଦିଲ୍ଲୀ: କୃଷକ ସଂଗଠନ ଓ ସରକାରଙ୍କ ମଧ୍ୟରେ ଦିଲ୍ଲୀ ବିଜ୍ଞାନ ଭବନରେ ହୋଇଥିବା ବୈଠକରେ କୌଣସି ନିଷ୍କର୍ସ ବାହାରି ପାରି ନାହିଁ । ନୂଆ କୃଷି ଆଇନ ପ୍ରତ୍ୟାହାର ନେଇ କେନ୍ଦ୍ର ଓ କୃଷକଙ୍କ ମଧ୍ୟରେ ସହମତ ଆଜି ବି ହୋଇପାରି ନାହିଁ । ସରକାର କୃଷି ଆଇନରେ ସଂଶୋଧନ ପାଇଁ ରାଜି ଥିବା ବେଳେ…

୩୦ରେ କୃଷକ ସଙ୍ଗଠନ ସହ ଆଲୋଚନା କରିବ କେନ୍ଦ୍ର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି | କୃଷକ ସଙ୍ଗଠନ ସହ ଆଲୋଚନା କରିବାକୁ ପୁଣି ଆଗେଇ ଆସିଛନ୍ତି କେନ୍ଦ୍ର ସରକାର । ଯଦିଓ ପୂର୍ବରୁ ହୋଇଥିବା ଆଲୋଚନାରେ କୌଣସି ନିଷ୍କର୍ସ ବାହାରି ପାରିନଥିଲା ତେଣୁ ଏଥର କିଛି ଠୋସ୍ ନିଷ୍ପତ୍ତି ହେବ ବୋଲି କେନ୍ଦ୍ର ସରକାର ପୁଣି ଥରେ…

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ କୃଷିବିଲ୍କୁ ଚିରି ଫୋପାଡିଲେ କେଜ୍ରିୱାଲ

କୃଷି ଆଇନର ବିଲ୍କୁ ଚିରି ଫୋପାଡିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ | ଗୁରୁବାର ଦିନ କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ବିବାଦିୟ କୃଷି ବିଲକୁ ଚିରି ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ କରୁଥିବା ଦିଲ୍ଲୀ ସରକାର…