ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ମହିଳା କମାଣ୍ଡର ମୃତ; ମୁଣ୍ଡରେ ଥିଲା ୮ ଲକ୍ଷର ପୁରସ୍କାର
ସୀମାନ୍ତ ଛତିଶଗଡର ନାରାୟଣପୁର ଏବଂ ଦନ୍ତେୱାଡ଼ା ଜିଲ୍ଲା ସୀମାରେ ପୁଣି ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ଜଣେ ମହିଳା ମାଓ କମାଣ୍ଡରର ମୃତ୍ୟୁ ହୋଇଛି। ମୃତ ମହିଳା ମାଓ କମାଣ୍ଡର ନାମରେ ସରକାର ୮ ଲକ୍ଷ ଟଂକାର ପୁରସ୍କାର ଘୋଷଣା କରିଥିଲେ। ମୃତ ମହିଳା କମାଣ୍ଡର ହେଲା ବିମଳା…