Odia News Portal
Browsing Tag

fire accident in rayagada

କୁଡିଆରେ ନିଆଁ ଲାଗି ୨ଶିଶୁ ଜୀବନ୍ତ ଦଗ୍ଧ

ରାୟଗଡ଼ା: ପାଳ କୁଡିଆରେ ନିଆଁ ଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ | ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଲାକ୍ରିଶ ଗ୍ରାମରେ ଏହି ଅଭାବନୀୟ ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି । ସୂଚନା ମୁତାବକ ଆଜି ଗ୍ରାମ ନିକଟରେ ଥିବା ପନିପରିବା ବାଡ଼ିରେ ଥିବା ପାଳ କୁଡିଆକୁ ୨ଜଣ ଶିଶୁ ଯାଇଥିବା ସମୟରେ