ଆନ୍ଧ୍ରପ୍ରଦେଶ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୬ ମୃତ, ୧୨ ଗୁରୁତର
ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲ୍ଲାର ଅକ୍କିରେଡ୍ଡିଗୁଡେମରେ ଏକ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଏହି ଘଟଣାରେ ୬ ଜଣ ମୃତ୍ୟୁବରଣ କରିଥିବା ବେଳେ ୧୨ ଜଣ ଲୋକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ!-->…
