Odia News Portal
Browsing Tag

fire s.c.b hospital

କଟକ ଏସସିବି ମେଡ଼ିକାଲରେ ଅଗ୍ନିକାଣ୍ଡ

କଟକ ଏସସିବି ବଡ ମେଡିକାଲରେ ଅଗ୍ନିକାଣ୍ଡ । ପାଲୋଲୋଜି ବିଭାଗର ୨ଟି ରୁମରେ ନିଆଁ ଲାଗିଥିବା ଜଣାପଡିଛି । ସର୍ଟସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ହୋଇଥିବା କୁହାଯାଉଛି । ଫଳରେ ଲାବ୍ ଭିତରେ ଥିବା ଲକ୍ଷାଧିକ ଟଙ୍କାର ଯନ୍ତ୍ରପାତି ପୋଡି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି । ଏପରିକି ଏହି…