Odia News Portal
Browsing Tag

fire

ପାରାଦୀପ ତୈଳ ଟର୍ମିନାଲ୍‌ ଡିପୋରେ ଅଗ୍ନିକାଣ୍ଡ

ପାରାଦୀପ: ତୈଳ ଟର୍ମିନାଲ୍‌ ଡିପୋରେ ଅଗ୍ନିକାଣ୍ଡ । ପାରାଦୀପ ବାଉରିଆପାଳନ୍ଦା ବସ୍ତି ନିକଟରେ ଥିବା ଆଇଓସିଏଲ ଟର୍ମିନାଲ୍‌ ଡିପୋରେ ନିଆଁ ଲାଗିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡରେ କୌଣସି କ୍ଷତି ହୋଇନଥିବା ସୂଚନା ମିଳିଛି।…

ଆମ୍ବୁଲାନ୍ସରେ ଲାଗିଲା ନିଆଁ

କେନ୍ଦ୍ରାପଡ଼ା: ରୋଗୀ ଛାଡ଼ି ଫେରୁଥିଲା ଆମ୍ବୁଲାନ୍ସ । ହଠାତ ରାସ୍ତା ମଝିରେ ଲାଗିଲା ନିଆଁ । ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର । କେନ୍ଦ୍ରାପଡ଼ା ଜିଲ୍ଲା ଟାଉନ ଥାନା ମହିପାଳ ଛକରେ ୧୦୮ ଆମ୍ବୁଲାନ୍ସରେ ନିଆଁ ଲାଗି ଯାଇଥିଲା । ବ୍ୟାଟେରୀ ସଟ୍ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ…

ତୋଷାଳି ଭବନରେ ନିଆଁ

ଭୁବନେଶ୍ୱର: ତୋଷାଳି ଭବନରେ ନିଆଁ । ରାଜ୍ୟ ମାନବାଧିକାର କମିଶନଙ୍କ କାର୍ଯ୍ୟାଳୟରେ ନିଆଁ । ନିଆଁକୁ ଆୟତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ ଜାରି । ଏସି ସର୍ଟସର୍କିଟିରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

ଢ଼ାକାରେ ଭୟାବହ ଅଗ୍ନିକାଣ୍ଡରେ ୪୦ ମୃତ

ଢ଼ାକା: ବାଙ୍ଗଲାଦେଶର ରାଜଧାନୀ ଢାକା ଅଞ୍ଚଳରେ ଏକ କଳକାରଖାନାରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ମିଳିଛି। ଏହି ଅଗ୍ନିକାଣ୍ଡରେ ପ୍ରାୟ ୪୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ରୁ ଅଧିକ ଲୋକେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ…

ଦିଲ୍ଲୀ ସିବିଆଇ ମୁଖ୍ୟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ସିବିଆଇ ହେଡକ୍ୱାର୍ଟରରେ ଅଗ୍ନିକାଣ୍ଡ । ରାଜଧାନୀ ଦିଲ୍ଲୀସ୍ଥିତ ସିବିଆଇ ମୁଖ୍ୟ କାର୍ଯ୍ୟାଳୟ ବିଲ୍ଡିଂରେ ଆଜି ସକାଳୁ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ଦିଲ୍ଲୀର ଲୋଧି ରୋଡରେ ଥିବା ସିବିଆଇ ଅଫିସ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଖବରପାଇ ଅଗ୍ନିଶମ…

ଦିଲ୍ଲୀରେ ଜୋତା କାରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦିଲ୍ଲୀର ଉଦୟୋଗ ବିହାର ସ୍ଥିତ ଏକ ଜୋତା କାରଖାନାରେ ଆଜି ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବା ମାତ୍ରେ ଘଟଣାସ୍ଥଳରେ ହଇଚଇ ସୃଷ୍ଟି ହୋଇଥିଲା। ଖବର ପାଇ ଘଟଣାସ୍ଥଳରେ ଦମକଳ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ପହଞ୍ଚିଥିଲେ। ଦମକଳ କର୍ମଚାରୀ ତୁରନ୍ତ ନିଆଁ ଲିଭାଇବା କାର୍ଯ୍ୟରେ…

ଦିଲ୍ଲୀରେ ଭୟାବହ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରୁ ଆସିଲା ବଡ଼ ଖବର । ଦିଲ୍ଲୀ ସ୍ଥିତ ଲାଜପତ ନଗରରେ ଏକ ପୋଷାକ ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ନେଇ ଶନିବାର ଜଣାପଡିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ମାତ୍ରେ ପ୍ରାୟ ୩୦ଟି ଦମକଳ ଗାଡି ଓ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

କିରୋସିନି ଢାଳି ନିଜ ଦେହରେ ନିଆଁ ଲଗାଇ ଦେଲେ ବିଜେଡି ନେତ୍ରୀ

ବ୍ରହ୍ମପୁର() ବ୍ରହ୍ମପୁର ଏସପିଙ୍କ କାର୍ୟ୍ୟାଳୟ ଆଗରେ ଦେହରେ କିରୋସିନି ଢାଳି ନିଆଁ ଲଗାଇଦେଲେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ।ଗୁରୁତର ଅବସ୍ଥାରେ ମିନାକ୍ଷୀ ମିଶ୍ରଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଗତ ୨୮ ତାରିଖରେ ମିନାକ୍ଷୀଙ୍କ ଘର ସମ୍ମୁଖରେ…

ନିଆଁରେ ପୋଡି ଯାଇ ୩ ଶିଶୁଙ୍କ ମୃତ୍ୟୁ

ଧର୍ମଗଡ଼()  ନିଆଁରେ ପୋଡି ଯାଇ ୩ ଶିଶୁଙ୍କ ମୃତ୍ୟୁ ଘଟିଛି। ଆଜି ଏମିତି ହୃଦୟବିଦାରକ ଘଟଣା କଳାହାଣ୍ଡି ଜିଲ୍ଲାର କୋକସରା ଥାନା ମହିମା ପଞ୍ଚାୟତ ବିଜମରା ଗାଁରରେ । ସୂଚନା ଅନୁସାରେ ହେମରାଜ ଦିଶାରୀଙ୍କ ଯାଆଁଳା ଝିଅ ରୋଜି ଓ ଡେଜି ଏବଂ ତାଙ୍କ ଘରକୁ ବୁଲିବାକୁ ଆସିଥିବା କୁଣ୍ଡିଗୁଡ଼ାର…