ଆସିଲା ନୂଆ ଗାଇଡଲାଇନ
					 ସାରା ବିଶ୍ୱକୁ ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତାରେ ପକାଇଛି । ଏନେଇ ଭାରତ ସରକାର ଅର୍ନ୍ତରାଷ୍ଟ୍ରୀୟ ବିମାନଯାତ୍ରୀଙ୍କ ପାଇଁ ନୂଆ ଦିଶା ନିର୍ଦ୍ଦେଶାବଳୀ ଜାରି କରିଛନ୍ତି । ଏବେ ଯାତ୍ରୀମାନଙ୍କୁ ଏୟାର ସୁବିଧା ପୋର୍ଟାଲରେ ସମସ୍ତ ସୂଚନା ଦେବାକୁ ପଡିବ । ନୂଆ!-->…				
						
						
			